ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ
ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିଆ ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଭୋରରୁ ଏପରି ବଡ଼ ଅଘଟଣ ଘଟିଛି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ହୋଇଛି। ମୃତକ ବୋଲଗଡ଼ର ୩୬ ବର୍ଷୀୟ … Continue reading ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ
Copy and paste this URL into your WordPress site to embed
Copy and paste this code into your site to embed