କଟକ,୯।୮: କଟକ ଏସ୍ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।
କଟକ,୯।୮: କଟକ ଏସ୍ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…