ବଡ଼ ଦୁର୍ଘଟଣା: ସମୁଦ୍ରରେ ବୁଡିଗଲା ଜାହାଜ, ୪୫ ନିଖୋଜ

ଜାକର୍ତ୍ତା,୩।୭: ଇଣ୍ଡୋନେସିଆର ବାଲି ଦ୍ୱୀପ ନିକଟରେ ଏକ ଜାହାଜ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୬୫ ଜଣ ଯାତ୍ରୀ ନିଖୋଜ ହୋଇଥିବା ଖବର ମିଳିଛି। ବାଲିର ଜନପ୍ରିୟ ପର୍ଯ୍ୟଟନ ସ୍ଥଳୀ ନିକଟବର୍ତ୍ତୀ ସମୁଦ୍ରରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ସ୍ଥାନୀୟ ଉଦ୍ଧାରକାରୀ ସଂସ୍ଥା ଓ ଇଣ୍ଡୋନେସିଆ ସରକାରଙ୍କ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଜାହାଜଟି ବାଲି ଉପକୂଳରେ ବୁଡ଼ିଯାଇଥିବା ବେଳେ ଏଥିରେ ଥିବା ୬୫ଜଣ ଯାତ୍ରୀଙ୍କ ସନ୍ଧାନ ମିଳୁନାହିଁ। ଦୁର୍ଘଟଣାର କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ପାଣିପାଗ ଖରାପ ଥିବା କିମ୍ବା ଜାହାଜରେ କୌଣସି ଯାନ୍ତ୍ରିକ ତ୍ରୁଟି ଥାଇପାରେ ବୋଲି ଅନୁମାନ କରାଯାଉଛି।

ଇଣ୍ଡୋନେସିଆର ନୌସେନା ଏବଂ ଉଦ୍ଧାରକାରୀ ଦଳମାନେ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ଯାତ୍ରୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି। ହେଲିକପ୍ଟର, ନୌକା ଏବଂ ଡ୍ରୋନ ସାହାଯ୍ୟରେ ସମୁଦ୍ରରେ ଖୋଜାଖୋଜି ଜାରି ରହିଛି। ବାଲି, ଯାହା ଇଣ୍ଡୋନେସିଆର ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଚିତ, ସେଠାରେ ଏଭଳି ଦୁର୍ଘଟଣା ସ୍ଥାନୀୟ ଏବଂ ଆନ୍ତର୍ଜାତୀୟ ପର୍ଯ୍ୟଟକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହି ଘଟଣାରେ ନିଖୋଜ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନୀୟ ଏବଂ ବିଦେଶୀ ନାଗରିକ ଥାଇପାରନ୍ତି ବୋଲି ସୂଚନା ମିଳିଛି, ଯଦିଓ ଏହାର ସଠିକ ତଥ୍ୟ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍‌ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…

ବାତ୍ଯା ପୂର୍ବରୁ ଆକ୍ସନ୍ ମୋଡରେ ଜିଲାପାଳ, ପୁରୁଷୋତ୍ତମପୁରରେ କଲେ ସ୍ଥିତି ସମୀକ୍ଷା

ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…

୬୦ ଦିନ ପାଇଁ ଗୃହବନ୍ଦୀ ୱାଙ୍ଗଚୁକ୍‌! ବାହାରକୁ ଯିବାକୁ ରୋକିଲା ପୋଲିସ

ନୂଆଦିଲ୍ଲୀ,୧୫ା୧୧: ଲଦାଖର ସାମାଜିକ କର୍ମୀ ସୋନମ୍‌ ୱାଙ୍ଗଚୁକ୍‌ଙ୍କୁ ଆସନ୍ତା ୬୦ ଦିନ ପାଇଁ ଗୃହବନ୍ଦୀ କରିଛି ଲଦାଖ ପ୍ରଶାସନ । ଲେହର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌ ଜାରି…

ମାଇକ୍ରୋସଫ୍ଟ ଆଉଟେଜ୍ ଯୋଗୁ କ୍ଷତି ସହିଛନ୍ତି କି? କମ୍ପାନୀ ଦେଉଛି ୧୦୦% ପର୍ଯ୍ୟନ୍ତ କ୍ରେଡିଟ୍, ଜାଣନ୍ତୁ କ୍ଲେମ୍ କରିବାର …

ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…

ଛତ୍ରପୁର ପୌରପରିଷଦରେ ବଢ଼ୁଛି ଅବ୍ୟବସ୍ଥା! ଉପାଧ୍ୟକ୍ଷ ଓ କାଉନସିଲରଙ୍କ ଅସନ୍ତୋଷ

ଛତ୍ରପୁର,୧୫ା୧୧(ଦିଲ୍ଲୀପି ସାମଲ ): ଛତ୍ରପୁର ପୌରପରିଷଦରେ ଦିନକୁ ଦିନ ପ୍ରଶାସନିକ ଅବ୍ୟବସ୍ଥା ବୃଦ୍ଧି ପାଉଥିବା ବେଳେ ସରକାରୀ ଅର୍ଥର ବିନିଯୋଗକୁ ନେଇ ଉଠିଛି ସାଂଘାତିକ ପ୍ରଶ୍ନ ।…

ହାତୀପଲରୁ ଅଲଗା ହୋଇଥିବା ଅସୁସ୍ଥ ଛୁଆ ହାତୀର ମୃତ୍ୟୁ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବନ ବିଭାଗ ଅଧୀନ ଭାଲେରି ପାହାଡ଼ରେ ହାତୀପଲରୁ ଅଲଗା ହୋଇଯାଇଥିଲା ଛୁଆ ହାତୀର ରବିବାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍‌ ଡ୍ରାମା! ମାଇକ୍‌ ଫିଙ୍ଗିଲେ, ଚେୟାର…

ନୂଆଦିଲ୍ଲୀ,୧୫ା୧୧: ଉତ୍ତରାଖଣ୍ଡରେ ଜଣେ କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍‌ ଡ୍ରାମାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି । ପିଥୋରାଗଡ଼ରେ ଆୟୋଜିତ ଜୌଲଜୀବୀ ମେଳାର ମଞ୍ଚରେ ବିଧାୟକ…

ଗଞ୍ଜାମ ବିଇଓଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ୟୁନିଟ୍‌-୩ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆୟୋଜିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ପୁରସ୍କୃତ ହୋଇଛନ୍ତି ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?