ବିଜେଡିକୁ ବଡ଼ ଝଟ୍‌କା! ନୂଆପଡା ନିର୍ବାଚନ ପୂର୍ବରୁ ଭାଜପାରେ ମିଶିବେ ବଡ଼ ବିଜେଡି ନେତା

ନୂଆପଡା ରାଜନୀତିରେ ବଡ଼ ହଲଚଲ। ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି ଲୋକ ସଭା ଆସନର ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ। ବେଢଠକରେ ଭାଜପା ଏମପି ସୁଜିତ କୁମାର ଉପସ୍ଥିତ ଅଛନ୍ତି। ତେବେ ଚର୍ଚ୍ଚା ହେଉଛି କି, ଲମ୍ବୋଧର ଭାଜପାରେ ଆଜି ମିଶିପାରନ୍ତି। ଏପରି ରାଜନୈତିକ ମାହୋଲ ଭିତରେ ଜଣେ ବିଜେଡି ନେତା କାହିଁକି ଆସି ଭାଜପାର ଜଣେ ତୁଙ୍ଗ ନେତାଙ୍କ ସହ ବ୍ରେକଫାଷ୍ଟ କରିବେ ତାକୁ ନେଇ ନୂଆପଡା ରାଜନୀତି ଜୋର ଧରିଛି। କୁହାଯାଉଛି ଜୟଙ୍କ ନାମାଙ୍କନ ଦିନ ସେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପଦ୍ମ ଧରିପାରନ୍ତି।

ଏନେଇ ଜୟ କହିଛନ୍ତି, ଲମ୍ବୋଦର ବାବୁ ଆମର ପରିବାର ଲୋକ। ମୋ ବାପା ରାଜେନ୍ଦ୍ର ଢୋଲକିଆଙ୍କ ସହ ତାଙ୍କର ପାରିବାରିକ ସମ୍ପର୍କ ରହିଛି। ମୋତେ ଭାଜପା ପ୍ରାର୍ଥୀ ଘୋଷଣା କରିଥିବାରୁ ଏନେଇ ଶୁଭେଚ୍ଛା ଜଣେଇବା ପାଇଁ ସେ ଆସିିଥିଲେ। ଏହି ସମୟରେ ଆମେ ବ୍ରେକଫାଷ୍ଟ କରିଥିଲୁ। ପାରିବାରିକ ମାହୋଲ ଭିତରେ ଆମେ ରାଜନୈତିକ ଚର୍ଚ୍ଚା କରୁନାହୁଁ।

Dharitri – Odisha’s No.1 Trusted Odia Daily

 

 

ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri