Posted inଜାତୀୟ

ହିମାଚଳ ପ୍ରଦେଶରେ ବଡ଼ ବସ ଦୁର୍ଘଟଣା: ୧୫ ଜଣଙ୍କର ମୃତ୍ୟୁ

ବିଲାସପୁର,୭।୧୦: ହିମାଚଳ ପ୍ରଦେଶରେ ବଡ଼ ବସ୍‌ ଦୁର୍ଘଟଣା। ବିଲାସପୁର ଜିଲାରେ ଏକ ଭୟଙ୍କର ଦୁର୍ଘଟଣା ହୋଇଛି। ବଲ୍ଲୁ ବ୍ରିଜ ନିକଟରେ ଭୂସ୍ଖଳନ ଯୋଗୁ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପାହାଡରୁ ବସ ଉପରେ ପଥର ଓ ମାଟି ଅତଡା ଖସି ପଡ଼ିବାରୁ ୧୫ ଜଣଙ୍କର ମୃତ୍ୟୁ ହୋଇଛି।

Yellow JCB excavator with black JCB logo digs through large pile of brown soil and rocks at night under orange lighting with several people in casual clothes including blue shirts jeans and hoodies gathered around observing the operation some standing on the debris.

ଭଗ୍ନାବଶେଷ ତଳେ ଅନେକ ଲୋକ ଚାପିହୋଇ ରହିଥିବା ସୂଚନା ମିଳିଛି। ବସରେ ୩୦ରୁ ଊଦ୍ଧର୍‌ବ ଯାତ୍ରୀ ଥିଲେ। ବର୍ତ୍ତମାନ ଘଟଣାସ୍ଥଳରେ ରେସ୍କ୍ୟୁ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri