ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଲଲିତ ଦାସଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଯଶବନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

ଆର୍‌.କେ ଶର୍ମାଙ୍କୁ ଆଇନ ଶୃଙ୍ଖଳା ଏଡିଜି ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଅସିତ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଇଜି ଦାୟିତ୍ୱ ମିଳିଛି। ଅରୁଣ ବୋଥ୍ରାଙ୍କୁ ପରିବହନ କମିସନ ଭାବେ ନିଯୁକ୍ତି କରାଯାଇଛି। ସଞ୍ଜିବ ପଣ୍ଡାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରାଯାଇଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ପୋଲିସ ଗୃହ ର୍ନିମାଣ ଦାୟିତ୍ୱ ଦିଆଯାଇଛ


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri