ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ କଟକ ଡିସିପି ଭାବେ ପ୍ରତୀକ ସିଂହ ନିଯୁକ୍ତ ହୋଇଛନ୍ତି। ସେହିପରି ଅନ୍ୟ କାହାକୁ କେଉଁ ପଦରେ ନିଯୁକ୍ତ ମିଳିଛି ଜାଣନ୍ତୁ:

ଏମ୍‌. ଅକ୍ଷୟ- ସିଏମ୍‌ଡି ପିଓଏଚ ଆଣ୍ଡ୍‌ ଡବ୍ଲ୍ୟୁସି
ସତ୍ୟଜିତ ମହାନ୍ତି- ଡିଜି ଏଫ୍‌ସି ଆଣ୍ଡ୍‌ ସିଜି, ଏଚଜି
ଲଳିତ ଦାସ- ଏଡିଜି କମ୍ୟୁନିକେସନ
ରାଧାକୃଷ୍ଣ ଶର୍ମା- ଗୁଇନ୍ଦା ନିର୍ଦ୍ଦେଶକ
ଏସ୍‌.କେ ପ୍ରିୟଦର୍ଶୀ- ଏଡିଜି କ୍ରାଇମବ୍ରାଞ୍ଚ
ପ୍ରବୀଣ କୁମାର-ଆଇଜି ଆଇନ ଶୃଙ୍ଖଳା
ଅନୁପ କୁମାର ସାହୁ- ଗୁଇନ୍ଦା ବିଭାଗ ଡିଆଇଜି
ସାର୍ଥକ ଷଡ଼ଙ୍ଗୀ- କ୍ରାଇମବ୍ରାଞ୍ଚ ଏସ୍‌ପି
ସାରା ଶର୍ମା- ଭିଜିଲାନ୍ସ
ବିନୀତ ଅଗ୍ରୱାଲ-କନ୍ଧମାଳ ଏସ୍‌ପି
ସାଗରିକା ନାଥ- ସୁନ୍ଦରଗଡ଼ ଏସ୍‌ପି
ସୌମ୍ୟା ମିଶ୍ର- ଡିସିପି ଟ୍ରାଫିକ
ରାହୁଲ ଜୈନ- ନୂଆପଡ଼ା ଏସ୍‌ପି
ଏସ୍‌ ସି ଜମାଦାର- ଦେବଗଡ଼ ଏସ୍‌ପି
ତପନ କୁମାର ପଟ୍ଟନାୟକ-ଗଜପତି ଏସ୍‌ପି


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?