Posted inଜାତୀୟ

ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ ସାଗରରେ ୩.୧ କିଲୋମିଟର ମଧ୍ୟରେ ରହିଥିବାରୁ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେଶନର ରୂପ ନେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ତାମିଲନାଡୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ଘଣ୍ଟାକୁ ୫୦-୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ମତ୍ସଜୀବିମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri