Posted inଜାତୀୟ

ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ ସାଗରରେ ୩.୧ କିଲୋମିଟର ମଧ୍ୟରେ ରହିଥିବାରୁ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେଶନର ରୂପ ନେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ତାମିଲନାଡୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ଘଣ୍ଟାକୁ ୫୦-୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ମତ୍ସଜୀବିମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରବି ଝୁଲାପୋଲ ମାମଲା: ଯାଞ୍ଚ ଅଗ୍ରଗତି ରିପୋର୍ଟ ଲୋଡିଲେ ହାଇକୋର୍ଟ…

ଅହମଦାବାଦ,୨୨।୧୨ : ଗୁଜରାଟ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ମୋରବି ଝୁଲାପୋଲ ଭୁଶୁଡ଼ିବା ଘଟଣାର ଯାଞ୍ଚ ଅଗ୍ରଗତି ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଘଟଣାର ଅନୁସନ୍ଧାନ ପାଇଁ...

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ

ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା...

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

ନୀତୀଶଙ୍କ ମନ୍ତ୍ରିମଣ୍ଡଳର ହେବ ସମ୍ପ୍ରସାରଣ: ସାମିଲ ହେବେନି କେହି ଭାଜପା ନେତା

ପାଟନା,୨।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ରବିବାର କରାଯିବ। ହେଲେ ଏଥିରେ କେହି ଭାଜପା ନେତା ସାମିଲ ହେବେ ନାହିଁ ବୋଲି ସୂଚନା...

ସ୍ବାମୀଙ୍କୁ ବଦନାମ କରିବା ମଦ୍ୟପ କହିବା କ୍ରୁରତା, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ,୨୫।୧୦ : ବମ୍ବେ ହାଇକୋର୍ଟ ପରିବାର କୋର୍ଟର ଆଦେଶକୁ କାଏମ ରଖି ରାୟ ଦେଇଛନ୍ତି ଯେ ବିନା ପ୍ରମାଣରେ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ସମ୍ପର୍କ...

ରୋଗରୁ ଦୂରେଇ ରହିବା ପାଇଁ ପିମ୍ପୁଡି ଖାଆନ୍ତି ଏହି ଜନଜାତି…

ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ...

କରୋନା ପାଇଁ ବାତିଲ ହେବନି ବିହାର ନିର୍ବାଚନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୮: ବିହାରରେ ଆଗକୁ ଥିବା ନିର୍ବାଚନକୁ ବନ୍ଦ କରିବାକୁ ନେଇ ଯେଉଁ ଅଭିଯୋଗ ହୋଇଥିଲା ଶୁକ୍ରବାର ସୁପ୍ରିମକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି କରୋନା...

ସୋସିଆଲ ମିଡିଆ ସହ ଆଧାର ଲିଙ୍କ୍‌: ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୦ା୧୨(ପ.ଟି.): ସୋସିଆଲ୍‌ ମିଡିଆକୁ ଆଧାର, ପାନ୍‌ କିମ୍ବା ଭୋଟର ପରିଚୟପତ୍ର ସହ ସଂଯୋଗ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି।...

Advertisement
Archives

Model This Week