Posted inଖେଳ

ଖେଳ ରତ୍ନ ପୁରସ୍କାର ଜିତିଥିବା ଖେଳାଳିଙ୍କୁ ମିଳିବ ଏତିକି ପୁରସ୍କାର ରାଶି, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨।୧: କ୍ରୀଡା ମନ୍ତ୍ରଣାଳୟ ୨୦୨୫ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର ଘୋଷଣା କରିଛି। ଏଥର କ୍ରୀଡା ଜଗତରେ ଇତିହାସ ସୃଷ୍ଟି କରିଥିବା ୪ ଖେଳାଳିଙ୍କୁ ଦେଶର ସର୍ବ ବୃହତ କ୍ରୀଡ଼ା ପୁରସ୍କାର ଖେଳ ରତ୍ନରେ ସମ୍ମାନିତ କରାଯିବ। ମନୁ ଭାକର, ଡି ଗୁକେଶ, ପ୍ରବୀଣ କୁମାର ଏବଂ ହରମନପ୍ରୀତ ସିଂ ଖେଳ ରତ୍ନ ପୁରସ୍କାର ପାଇବେ। ଆସନ୍ତୁ ଜାଣିବା ସେମାନେ କେତେ ପୁରସ୍କାର ରାଶି ପାଇବେ …

ଖେଳ ରତ୍ନ ପୁରସ୍କାର ଜିତିଥିବା ଖେଳାଳିଙ୍କୁ ନଗଦ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥାଏ । ଏହା ବ୍ୟତୀତ ସେମାନଙ୍କୁ ପଦକ ଏବଂ ପ୍ରମାଣପତ୍ର ମଧ୍ୟ ଦିଆଯାଏ। ୨୦୨୦ ପର୍ଯ୍ୟନ୍ତ, ଖେଳ ରତ୍ନ ପାଉଥିବା ଖେଳାଳିଙ୍କୁ କେବଳ ୭.୫ ଲକ୍ଷ ଟଙ୍କା ପୁରସ୍କାର ରାଶି ମିଳୁଥିଲା, କିନ୍ତୁ ମୋଦି ସରକାର ଏହାକୁ ୨୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ପ୍ୟାରିସ ଅଲିମ୍ପିକ୍ସରେ ଶୁଟିଂରେ ୨ ପଦକ ଜିତି ମନୁ ଭାକର, ଡି ଗୁକେଶଙ୍କ ବ୍ୟତୀତ ପ୍ରବୀଣ କୁମାରଙ୍କୁ ମଧ୍ୟ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ନିଜର ଅଧିନାୟକତ୍ୱରେ ହକି ଦଳ ପାଇଁ ବ୍ରୋଞ୍ଜ ପଦକ ଜିତାଇଥିବା ହରମନପ୍ରୀତ ସିଂ ମଧ୍ୟ ଖେଳ ରତ୍ନ ପାଇବେ। ସମ୍ମାନ ସମାରୋହ ୧୭ ଜାନୁଆରୀ ୨୦୨୫ରେ ରାଷ୍ଟ୍ରପତି ଭବନରେ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri