ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ସେହିପରି ମାଓଙ୍କ ସହ ଲଢେଇ କରିବାବେଳେ ୨ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଥାଉ କି, ଆଜି କାଙ୍କେର ସ୍ଥିତ ଛୋଟେବେତିୟା ପୋଲିସ ଷ୍ଟେସନରେ ଥିବା ଗୋଟିଏ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ଡିଆରଜି ଯବାନ ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସର୍ଚ୍ଚ ଅପରେଶନରେ ୧୮ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri