ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ରାତି ପ୍ରାୟ ଗୋଟାଏରେ ପ୍ରଥମେ ଫଳ ଦୋକାନରେ ନିଆଁ ଲାଗିଥିଲା । ପରେ ଏହି ନିଆଁ ବ୍ୟାପିଥିଲା । ତେବେ ରାତି ତିନିଟା ପର୍ଯ୍ୟନ୍ତ ନିଆଁ ଜଳୁଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଅଗ୍ନିକାଣ୍ଡରେ ପ୍ରାୟ ୪୦ ଦୋକାନ ଘର ପୋଡି ଧ୍ବଂସ ସୂଚନା ରହିଛି ।୩ ଘଣ୍ଟା ପରେ ୧୩ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛନ୍ତି । ତେବେ ନିଆଁ ଆଁରେ ଅନେକ ଦୋକାନ ଜଳିପୋଡି ପାଉଁଶ ହୋଇଯାଇଥିବା ବେଳେ କ୍ଷତିପୂରଣ ଦେବାକୁ ସରକାରଙ୍କୁ ନିବେଦନ କରିଛନ୍ତି ଦୋକାନୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri