ବଡ଼ ଅଘଟଣ: ଏହି ମନ୍ଦିରରେ ନିଆଁ ପୋଡିଗଲେ ୩ ବିଗ୍ରହ

ବ୍ରହ୍ମଗିରି,୨୮।୮: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କାଣ୍ଡଗୋଦା ଗାଁର ଏକ ମନ୍ଦିରରେ ଅଗ୍ନିକାଣ୍ଡ ଘଟି ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହ ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଅସାବଧାନତା କାରଣରୁ ମନ୍ଦିର ଭିତରେ ଜଳୁଥିବା ଦୀପରୁ ନିଆଁ ଲାଗିଥାଇ ପାରେ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକ ଓ ଆଲୋଡ଼ନର ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?