କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ ସ୍ଥାନୀୟ ପୋଲିସ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପୋଲିସ ଜଙ୍ଗଲ ଭିତରେ ଲୁଚାଇ ରଖାଯାଇଥିବା ୧୬୦ଟି ଜରି (ପଲିଥିନ) ପ୍ୟାକେଟ୍ ଗଞ୍ଜେଇ ଜବତ କରିଥିଲା। ଯାହାର ମୋଟ ଓଜନ ପ୍ରାୟ ୨୦.୮୦ କୁଇଣ୍ଟାଲ ବୋଲି ଜଣାପଡିଛି। ମିଳିଛି। ଏହି ଘଟଣାରେ ସଂପୃକ୍ତ ଥିବା ଜାମୁଲି ଗ୍ରାମର
ଗଲନା ମାଝୀ (୩୫), କିଜୁ ମାଝୀ (୬୨), ଡେଡ୍‌ସୁଲି ଗ୍ରାମର ନାଇବ ହରିଜନ (୨୮) ଓ ଜିମେନ୍ଦ୍ର ହରିଜନ (୫୭)ଙ୍କୁ ପୋଲିସ ଗିରଫ କରିଛି। ଏ ନେଇଁ ଏମ.ରାମପୁର ଥାନାରେ ଏକ ମାମଲା ନଂ( ୨୨୧/୨୦୨୬) ରୁଜୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri