Posted inଜାତୀୟ

ବଡ଼ ସଡ଼କ ଦୁର୍ଘଟଣା: ୮, ମୃତ ୭୦ ଆହତ

ଅମ୍ବାଲା,୩।୩: ଅମ୍ବାଲାର ଜାତୀୟ ରାଜପଥ ୩୪୪ ଚଣ୍ଡିଗଡ଼ ଯମୁନାନଗରରେ ଅବସ୍ଥିତ କକଡ ମଜ୍‌ରା ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ଭୋର ପ୍ରାୟ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରାସ୍ତା କଡ଼ରେ ଅଟକି ରହିଥିବା ବସକୁ ଏକ ଲୁହା ବୋଝେଇ ଟ୍ରକ ଧକ୍କା ଦେଇଥିଲା। ବସ୍‌ରେ ପ୍ରାୟ ୭୦ ଜଣ ଯାତ୍ରୀ ଥିଲେ। ସେଥିମଧ୍ୟରୁ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୬ ଜଣଙ୍କ ମୃତଦେହ ନାରାୟଣଗଡ ଡାକ୍ତରଖାନାରେ ଏବଂ ଦୁଇଟି ମୃତଦେହ ପଞ୍ଚକୁଲା ଡାକ୍ତରଖାନାରେ ରଖାଯାଇଛି। ବସ୍‌ଟି ବରେଲିରୁ ହିମାଚଳ ପ୍ରଦେଶର ବାଡି ଅଭିମୁଖେ ଯାଉଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ସିଏଏ ନିଆଁ: ରାଜଧାନୀରେ ଜାରି ରହିଛି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୧୨: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ମଧ୍ୟ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ଜାମା ମସ୍‌ଜିଦ ବାହାରେ ହଜାର ହଜାର ସଂଖ୍ୟାରେ...

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ...

କଂଗ୍ରେସ ହାତ ଛାଡ଼ି ଅଖିଳେଶଙ୍କ ସାଇକେଲରେ ବସିଲେ କପିଲ ସିବଲ…

ଲକ୍ଷ୍ନୌ, ୨୫।୫ : କଂଗ୍ରେସର ବରିଷ୍ଠ ନେତା ତଥା ଜି-୨୩ର ଅସନ୍ତୁଷ୍ଟ ସଦସ୍ୟ କପିଲ ସିବଲ କଂଗ୍ରେସ ହାତ ଛାଡ଼ି ଅଖିଳେଶଙ୍କ ସାଇକେଲରେ ବସିଛନ୍ତି। ଲକ୍ଷ୍ନୌରେ...

ବିହାର ନିର୍ବାଚନ: ୯୪ ଆସନରେ ମଙ୍ଗଳବାର ମତଦାନ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନରେ ମତଦାନ ମଙ୍ଗଳବାର କରାଯିବ। ଏସବୁ ଆସନ ମଧ୍ୟରୁ ୫୦ ଏବେ ଏନ୍‌ଡ଼ିଏ ଦଖଲରେ ରହିଛି।...

ନୂଆ ସହଯୋଗୀଙ୍କ ବିନା ନିର୍ବାଚନ ଲଢ଼ିବା ରାସ୍ତାରେ କଂଗ୍ରେସ…

କନ୍ୟାକୁମାରୀ, ୮।୯ : ଗୁରୁବାର ଠାରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡ ପଦଯାତ୍ରା ସହିତ ଦଳ ବଡ଼ ଯୋଜନା କରିବା ଆରମ୍ଭ କରିଛି। ଏହା...

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି।...

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ହତ୍ୟା ଧମକ ମିଳିଛି । ସଲମାନ ସିଦ୍ଦିକି ନାମକ ଜଣେ ବ୍ୟକ୍ତି ଚିଠି ଜରିଆରେ ଏହି...

ଏମିତି ଶିବଲିଙ୍ଗ ଯାହାର ଚାରିପଟେ ଥରେ ବୁଲିଆସିବାକୁ ଲାଗେ ୧୫ ଦିନ…

ଏପରି ଏକ ଶିବମନ୍ଦିର ଯାହା ମନ୍ଦିର ପାଇଁ ନୁହେଁ ବରଂ ଶିବଲିଙ୍ଗ ଲାଗି ପ୍ରସିଦ୍ଧ ଲାଭ କରିଛି। ଲୋକମାନଙ୍କୁ ଏହି ଶିବଲିଙ୍ଗ ଚାରିପଟେ ପରିକ୍ରମା କରିବାକୁ...

Advertisement
Archives

Model This Week