ମେକ୍ସିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରରେ ଧକ୍କା ହେବା ପରେ ନିକଟରେ ଥିବା କିଛି ଘରେ ଲାଗିଲା ନିଆଁ

ମେକ୍ସିକୋ ସିଟି,୨୧ ।୧୦: ନର୍ଥ ଆମେରିକାର ମେସ୍କିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରେନ୍ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଏଥିରେ ନିଆଁ ଲାଗିଯାଇଛି । ଚାହୁଁ ଚାହୁଁ ଟ୍ରେନରେ ନିଆଁ ଲାଗିଯିବା ସହ ଆଖପାଖ ଅଞ୍ଚଳର ଲୋକେ ଭୟଭିତ ହୋଇ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ । ନିଆଁ ଏତେ ଭୟଙ୍କର ଥିଲା ଯେ ଟ୍ରେନ୍ ଲାଇନ ନିକଟରେ ଥିବା ଘରେ ବି ନିଆଁ ଲାଗିଯାଇଥିଲା । ଖବର ପାଇ ତୁରନ୍ତ ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri