ବାତ୍ୟାକୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦କିମି ବେଗରେ ବହିବ ପବନ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଝଟକା ପବନର ବେଗ ୯୦ କି.ମି ପର୍ଯ୍ୟନ୍ତ ରହିବ ବୋଲ IMD ଡିଜି କହିଛନ୍ତି।

ଏପରିକି ବାତ୍ୟା ୨୮ ତାରିଖ ପୂର୍ବାହ୍ନରେ ବାପଟଲା-ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ସେ କହିଛନ୍ତି। ୟାନମ ଓ କାକିନାଡ଼ା ପାଶର୍‌ବ ଦେଇ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ।

ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୧୫ରୁ ୧୨୫ କିମି ରହିବ। ଝଟ୍‌କା ପବନର ବେଗ ୧୪୦ କିମି ପର୍ଯ୍ୟନ୍ତ ଯାଇପାରେ। ୨୭ ତାରିଖ ସା କିମ୍ବା ରାତିରୁ ଓଡ଼ିଶାରେ ବର୍ଷା ହେବ। ୨୮ ତାରିଖରେ ଅତି ପ୍ରବଳ ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି IMD ଡିଜି କହିଛନ୍ତି। ୨୯ ବେଳକୁ ବାତ୍ୟା ଗଭୀର ଅବପାତ ହୋଇ ଛତିଶଗଡ଼ ଆଡକୁ ମୁହାଇବ। ୩୦ ତାରିଖ ସକାଳ ବେଳକୁ ବାତ୍ୟାର ପ୍ରଭାବ କମି ଯିବ ବୋଲି IMD ଡିଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ଆଧିପତ୍ୟ ବିପଦରେ: ଅଭିଷେକଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ, ୨୬।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ ଅକ୍ଟୋବର ୨୭ ତାରିଖରେ ଖେଳାଯିବ। ତେବେ ଏହି ମ୍ୟାଚ ପୂର୍ବରୁ ଭାରତୀୟ…

ପୁଜାରାଙ୍କ ବେଷ୍ଟ ODI ଏକାଦଶରେ ୬ ଭାରତୀୟ, ବାଦ ପଡ଼ିଲେ ଏହି କ୍ରିକେଟର

ନୂଆଦିଲ୍ଲୀ, ୨୬।୧୦: ଭାରତର ଅଭିଜ୍ଞ କ୍ରିକେଟର ଚେତେଶ୍ୱର ପୁଜାରା ନିଜର ସର୍ବଶ୍ରେଷ୍ଠ ଦିନିକିଆ (ODI) ପ୍ଲେଇଂ ଏକାଦଶ ଚୟନ କରିଛନ୍ତି। ଏହି ଦଳରେ ୧୧ ଜଣ ଖେଳାଳିଙ୍କ…

ପୋଲିସ ହାବୁଡ଼ରେ ୨ ଗଞ୍ଜେଇ ବେପାରୀ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ): ଦଶହରା ଏବଂ କୁମାର ପୂର୍ଣ୍ଣିମା ଅବସରରେ ଗଞ୍ଜାମ ଜିଲାରେ ଜୁଆ ଖେଳ ବୃଦ୍ଧି ପାଉଥିବା ବେଳେ ଚୋରି, ବନ୍ୟପ୍ରାଣୀ ଶିକାର ଏବଂ ବେଆଇନ ଗଞ୍ଜେଇ…

୧୦୦ ବର୍ଷ ପରେ ନିର୍ମାଣ ହେବ ନୂଆ କୋଠା, ୪ କୋଟି ଟଙ୍କା ହେବ ବ୍ୟୟ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ କାର୍ଯ୍ୟାଳୟର ନୂତନ କୋଠା ପ୍ରାୟ ୧୦୦ ବର୍ଷ ପରେ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ଲାଲସିଂ…

ମନ୍ଦିର ତାଲା ଖୋଲି ଦାନବାକ୍ସ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଅମରପାଲି,୨୬।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହରର ତ୍ରିବେଣୀ ଛକ ସ୍ଥିତ ଦୁର୍ଗା ମନ୍ଦିରରୁ ଦାନବାକ୍ସ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମନ୍ଦିର କମିଟି ପକ୍ଷରୁ…

ଯାତ୍ରୀଙ୍କୁ ଭଡ଼ା ଓ ଟିକସ ଫେରାଇଥିଲେ ଜିଏସ୍‌ଟି ଫେରିପାଇବେ ବିମାନ କମ୍ପାନୀ

ନୂଆଦିଲ୍ଲୀ,୨୬ା୧୦: ବାତିଲ ବିମାନ ଟିକେଟକୁ ନେଇ ଜିଏସ୍‌ଟି ଆପିଲେଟ ଟ୍ରିବ୍ୟୁନାଲ(ଜିଏସ୍‌ଟିଏଟି) ଏ ରାୟ ଦେଇଛନ୍ତି। ଯଦି ବାତିଲ ହୋଇଥିବା ବିମାନ ଟିକେଟ ପାଇଁ ସମ୍ପୃକ୍ତ ଏୟାରଲାଇନ୍ସ ଯାତ୍ରୀଙ୍କୁ…

ନଦୀରେ ଭାସୁଥିଲା ମୃତ କୁମ୍ଭୀର, ବାହ୍ୟ ଅଂଶରେ ନାହିଁ କୌଣସି ଆଘାତ ଚିହ୍ନ, ଉଦ୍ଧାର ପରେ…

ମାର୍ଶାଘାଇ,୨୬ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବଡ଼କୁଳ ପଞ୍ଚାୟତ ଗୋପୀନାଥପୁର ଗ୍ରାମ ନିକଟରେ ଲୁଣାନଦୀରୁ ଏକ ମୃତ କୁମ୍ଭୀର ଜବତ କରାଯାଇଛି। ରବିବାର…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା

ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?