ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା ଗାନ୍ଧୀ ଜାତୀୟ ଭତ୍ତା ଯୋଜନାର ହିତାଧିକାରୀ। ଗତ ୪ ମାସ ହେବ କିଛି ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇନାହିଁ। ବିଭିନ୍ନ ବୈଷୟିକ ତ୍ରୁଟି କାରଣ ସାଜିଛି, ସରକାର ଅବଗତ ଅଛନ୍ତି।ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର। ରାଜ୍ୟ ଓ କେନ୍ଦ୍ର ସରକାର ଏବଂ ଟ୍ରେଜେରୀ ସହଯୋଗରେ ପଦକ୍ଷେପ ଗ୍ରହଣ କରାଯିବ। ହିତାଧିକାରୀଙ୍କୁ ବକେୟା ଅର୍ଥ ସହ ନିୟମିତ ଭତ୍ତା ପ୍ରଦାନ ପ୍ରକ୍ରିୟା ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?