ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର ଦଶଦଶଟି ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରାଯାଇଛି। ଏହି ଆକ୍ରମଣରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମସୀମାରେ ପହଞ୍ଚି ଥିବାବେଳେ ବିଶ୍ୱ ବଜାରରେ ତେଲ ଦର ବୃଦ୍ଧି ପାଇବାରେ ଲାଗିଛି ।

ଆମେରିକୀୟ ସୈନ୍ୟଙ୍କ ଉପରେ ଆକ୍ରମଣ ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ କଡ଼ା ଜବାବ ଦିଆଯିବ ବୋଲି ଚେତାବନୀ ଦେବା ପରେ ଏହି ଆକ୍ରମଣ ହୋଇଛି ା ଅନ୍ୟପକ୍ଷରେ ମିଶରର ଡାମିଏଟା ବନ୍ଦରରେ ଥିବା ଦୁଇଟି ପ୍ରାକୃତିକ ଗ୍ୟାସ ଜାହାଜରେ ଡ୍ରୋନ ଆକ୍ରମଣ ଯୋଗୁ ଭୀଷଣ ନିଆଁ ଲାଗିଯାଇଛି । ଏହି ଆକ୍ରମଣ ପଛରେ କାହା ହାତ ଅଛି ତାହା ଏଯାଏ ସ୍ପଷ୍ଟ ହୋଇନାହିଁ ା ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଏହି ସଂଘର୍ଷ ପୁଣିଥରେ ଏକ ବଡ଼ ଯୁଦ୍ଧ ଆଡ଼କୁ ଗତି କରୁଥିବା ଆଶଙ୍କା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?