Posted inଜାତୀୟ

ଆସ୍ଥା ଭୋଟରେ ଜିତିଲେ ନୀତୀଶ କୁମାର

ପାଟନା,୨୪।୮: ଭାଜପା ହାତ ଛାଡି ଆରଜେଡି ସହ ମିଶି ସରକାର ଗଠନ କରିଥିବା ନୀତୀଶ କୁମାର ବୁଧବାର ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ବିଧାନସଭାରେ ଅନୁଷ୍ଠିତ ଆସ୍ଥା ଭୋଟରେ ୧୬୦ ନୀତୀଶ ସରକାରଙ୍କ ସପକ୍ଷରେ ଏବଂ ବିପକ୍ଷରେ ଶୂନ ଭୋଟ ଥିଲା। ଭୋଟିଂ ସମୟରେ ଭାଜପା ବିଧାୟକମାନେ ଗୃହ ବାହାରକୁ ପଳାଇଥିଲେ। ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ଭାଜପା ବିଧାୟକମାନେ ଗୃହ ଛାଡିଥିବା ନୀତୀଶ କୁମାର କହିଛନ୍ତି।
ସୂଚନାଯୋଗ୍ୟ, ଭାଜପା ସହ ସମ୍ପର୍କ ତୁଟାଇ ପୁଣି ଥରେ ଆରଜେଡି ସହ ହାତମିଳାଇ ବିହାରରେ ମହାଗଠବନ୍ଧନ ସରକାର ଗଢିଛନ୍ତି ନୀତୀଶ। ଭାଜପା ହାତ ଛାଡ଼ିବା ପରେ ଆରଜେଡି ଓ କଂଗ୍ରେସ ସହ ୭ଟି ଦଳର ସମର୍ଥନରେ ରାଜ୍ୟରେ ନୂଆ ମହାମେଣ୍ଟ ସରକାରର ଶାସନ ଆରମ୍ଭ କରିଛନ୍ତି ନୀତୀଶ କୁମାର। ଅଗଷ୍ଟ ୧୦ରେ ସେ ରେକର୍ଡ ଅଷ୍ଟମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ସେହିପରି ଆରଜେଡିର ତେଜସ୍ବୀ ଯାଦବ ଦ୍ୱିତୀୟ ଥର ପାଇଁ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଚର୍ଚ୍ଚା ହେଉଛି ଜାତୀୟ ରାଜନୀତିରେ ଭାଜପା ଓ ମୋଦିଙ୍କ ପତିଆରେରେ ବ୍ରେକ ଲଗାଇବାକୁ ୨୦୨୪ରେ ବିରୋଧୀଙ୍କ ନେତା ସାଜିବାକୁ ନୀତୀଶ ନିଜକୁ ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri