ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଆଶୁତୋଷ ବିଶ୍ୱାସ କରିଛନ୍ତି। ଦୀର୍ଘଦିନ ହେବ ଏମ୍ସରେ ଚିକିତ୍ସିତ ହୋଇଆସୁଛନ୍ତି ।

Dharitri – Odisha’s No.1 Odia Daily