ବାରହାଟିପୁରାରେ ମକର ମେଳା: ଲାଗିଛି ଭକ୍ତଙ୍କ ଭିଡ଼

କେନ୍ଦୁଝର,୧୪ା୧(ସ୍ବ.ପ୍ର.): ମକର ସଂକ୍ରାନ୍ତି ଉପଲକ୍ଷେ କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବାରହାଟିପୁରାରେ ପାହାଡ଼ ଉପରେ ପୂଜା ପାଇ ଆସୁଥିବା ନୀଳକଣ୍ଠେଶର ମହାଦେବଙ୍କ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଛି। ଶନିବାର ସକାଳୁ ଶହ ଶହ ସଂଖ୍ୟାରେ ଭକ୍ତ ଆସି ମହାଦେବଙ୍କଠାରେ ମକର ଚାଉଳ ପୂଜା କରି ସାନ୍ନିଧ୍ୟ ଲାଭ କରିଛନ୍ତି। ଏଠାରେ ଦୀର୍ଘ ୧୦ ଦିନ ଧରି ମକର ମେଳା ବସେ। ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ପୂଜା କରିବା ସହ ମେଳାର ମଜା ନେଇଥାନ୍ତି। ବିଭିନ୍ନ ପ୍ରକାରର ଦୋକାନ, ମୀନା ବଜାର, ଅପେରା,ନୃତ୍ୟଗୀତ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…

ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ…

ସୁଆମ ଶାସନରେ ହରିହାଟ, ଗୀତାପାଠ ସହ…

ପାଟଣା,୨୩ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସୁଆମ ଶାସନ ମଣ୍ଡପରେ ହରିହାଟ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମଣ୍ଡପରେ ରାମ, ଲକ୍ଷ୍ମଣ, ସୀତା…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?