ବାବାଙ୍କ ପାଖେ ଲାଗିହେଲା ମକର ପୋଡ଼ପିଠା

ଆରଡି,୧୪।୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର କୋଭିଡ କଟକଣାରେ ମକର ସଂକ୍ରାନ୍ତି ଉପଲକ୍ଷେ ପୂଜାର୍ଚ୍ଚନା କରାଯାଇଥିଲା। ଭୋର ୫ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳଆଳତି କରାଯାଇଥିଲା। ପରେ ବାବାଙ୍କର ସ୍ନାନ କୃତ୍ୟ ସମ୍ପନ୍ନ କରାଯାଇ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇଥିଲା। ପହିଲି ଭୋଗ ସ୍ବରୂପ ବାବାଙ୍କୁ ମକର ପୋଡ ପିଠା ଅର୍ପଣ କରାଯାଇଥିଲା।

ସେବାୟତମାନେ ବାବାଙ୍କ ନିକଟରେ ଶ୍ରଦ୍ଧା ସ୍ବରୂପ ପୋଡପିଠା ସମର୍ପଣ କରିଥିଲେ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। କୋଭିଡ କଟକଣାରେ ସେବାୟତମାନେ ବାବାଙ୍କ ନୀତିକାନ୍ତି ଶେଷ କରିଥିଲେ । ଏନେଇ ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର ସାଧୁବାଦ ଜଣାଇଛନ୍ତି। ପୀଠରେ ପୂର୍ବବର୍ଷ ପରି ଏଥର ମକର ମେଳା ପାଇଁ ଅନୁମତି ମିଳି ନ ଥିଲା  । ଫଳରେ ଦୂରରୁ ଆସୁଥିବା ବ୍ୟବସାୟୀ ନିରାଶ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍‌ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ

ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ...

ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ...

ବିଦ୍ୟାଳୟରେ ତାଲା ପକାଇ ରାସ୍ତା ଅବରୋଧ କଲେ ଗ୍ରାମବାସୀ: ଅପରାହ୍ନରେ ହେଲା ଷାଣ୍ମାସିକ ପରୀକ୍ଷା

ଖୁଣ୍ଟା,୨ା୧୧(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ଜଡ଼ାବାଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଦଳି ଦାବି କରାଯାଇଥିବା ଜଣେ ଶିକ୍ଷୟିତ୍ରୀଙ୍କ ପୁନଃ ଯୋଗଦାନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏଥିନେଇ...

ଶୀତରେ ଥରୁଛି ବଡ଼ବିଲ: ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀକୁ ଖସିଲା

ବଡ଼ବିଲ, ୩୦।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ସ୍ତର ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳ ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ...

ଶିବଗଙ୍ଗା ପୁଷ୍କରିଣୀକୁ ବର୍ଷାଜଳ ଭରସା

ଆରଡ଼ି, ୨୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିର ଉନ୍ନତିକରଣ ପାଇଁ ବୈଠକ ବସୁଛି। ସମୀକ୍ଷା ହେଉଛି ଓ ସ୍ଥିତି...

ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୬-ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ...

ଅଳ୍ପ ଦେଇ ମାଗୁଛନ୍ତି ଅଧିକ ଅର୍ଥ

ପାଲଲହଡା,୨୯ା୮: କରୋନା ମହାମାରୀ ସମୟରେ ହ୍ରାସ ପାଇଛି ରୋଜଗାର। ବ୍ୟାପକ ଛଟେଇ ସହ କର୍ମନିଯୁକ୍ତି ଅଭାବରୁ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି ଯୁବପିଢ଼ି। ତେଣୁ ଅଭାବ ମେଣ୍ଟାଇବାକୁ...

ହୁ ହୁ ବଢ଼ି ଚାଲିଛି ତୈଳ ଦର, ନ କମିଲେ ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶନିବାର ବ୍ରହ୍ମପୁରରେ ବିଶାଳ ସମାବେଶ ହୋଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ...

Advertisement
Archives

Model This Week