ଶଙ୍ଖ ଭବନରେ ମକରନ୍ଦ, ବିଜେଡିରେ ଯୋଗ ଦେବାକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୨୪ା୩: ରବିବାର ଶଙ୍ଖ ଭବନରେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ପହଞ୍ଚିଛନ୍ତି। ସେ ବିଜେଡି କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚର୍ଚ୍ଚା ଜୋର୍‌ ଧରିଛି।

୨୦୧୯ ନିର୍ବାଚନରେ ରୟଗଡ଼ା ଆସନ ପାଇଁ ସ୍ବାଧୀନ ପ୍ରାର୍ଥୀ ମକରନ୍ଦ ନିର୍ବାଚନ ଜିତିଥିଲେ। ବିଧାୟକ ହେବା ପରେ ସେ ପ୍ରଥମେ ପରୋକ୍ଷ ଭାବେ ବିଜେଡ଼ିକୁ ସମର୍ଥନ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ବିଜେଡ଼ିର ବିଭିନ୍ନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଛି। ତେଣୁ ଏଥର ରାୟଗଡ଼ାରୁ ମକରନ୍ଦ ପ୍ରାର୍ଥୀ ହେବା ନେଇ ମଧ୍ୟ ଚର୍ଚ୍ଚା ଚାଲଛି। ସେହିପରି ରାୟଗଡ଼ା ନିର୍ବାଚନ ମଣ୍ଡଳୀ ପାଇଁ କେତେଜଣ ନୂଆ ଯୁବ ନେତା ମଧ୍ୟ ଆଶାୟୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri