ଖରାରେ ବି ରହିବ ମେକ୍‌ଅପ୍‌

ବସନ୍ତଋତୁରେ ଗ୍ରୀଷ୍ମ ଭଳି ଖରା ହେଲାଣି। ଏମିତିରେ ଝାଳରେ ମେକ୍‌ଅପ୍‌ ଖରାପ ହୋଇଯିବାକୁ ନେଇ ଅନେକ ମହିଳାଙ୍କର ଚିନ୍ତା ବଢ଼ିଲାଣି। ତେଣୁ ଏଭଳି ଗରମରେ ବି ମେକ୍‌ଅପ୍‌କୁ କିପରି ଦୀର୍ଘ ସମୟ ରଖିପାରିବେ ଜାଣିରଖନ୍ତୁ ଟିପ୍ସ…

ମେକଅପ୍‌ ନେବା ପୂର୍ବରୁ ମାଇଲ୍ଡ କ୍ଲିଞ୍ଜରରେ ମୁହଁକୁ ସଫାକରି ଟୋନିଂ କରନ୍ତୁ। ଅଏଲି ସ୍କିନ୍‌ ହୋଇଥିଲେ ଅଏଲ ଆବ୍‌ଜର୍ବିଂ ଟୋନର ବ୍ୟବହାର କରନ୍ତୁ। ନଚେତ୍‌ ଅମୃତଭଣ୍ଡା, କାକୁଡ଼ି, ଟମାଟୋ ରସକୁ ପ୍ରାକୃତିକ ଟୋନର ଭାବେ ବ୍ୟବହାର କରିପାରିବେ।

ସ୍କିନ୍‌ ଡ୍ରାଏ ହୋଇଥିଲେ ଏସ୍‌ପିଏଫ୍‌ ୧୫ ଯୁକ୍ତ ମଶ୍ଚରାଇଜର ବ୍ୟବହାର କରନ୍ତୁ।
ଖରାରେ ମେକ୍‌ଅପ୍‌ ଅଧିକ ସମୟ ରହିବା ଲାଗି ହାଇଲି ପିଗ୍‌ମେଣ୍ଟେଡ୍‌ ନଚେତ୍‌ ଓ୍ବାଟରପ୍ରୁଫ୍‌ ଫାଉଣ୍ଡେଶନ ସବୁଠୁ ଭଲ ଅପ୍ସନ। କ୍ରିମ୍‌ ଫାଉଣ୍ଡେଶନ ନ ଲଗାଇ ଜେଲ୍‌ ବେସ୍‌ ଫାଉଣ୍ଡେଶନ ଲଗାନ୍ତୁ। ମନେରଖନ୍ତୁ ଏହିଦିନେ ଫାଉଣ୍ଡେଶନ ମୋଟା ଲେୟାରରେ ଆଦୌ ନ ଲଗାଇ ପତଳା କରି ଲଗାନ୍ତୁ ଏବଂ ୩ ମିନିଟ୍‌ ଶୁଖିବାକୁ ଛାଡ଼ି ଦିଅନ୍ତୁ।

କାଜଲ୍‌, ଲାଇନର ଏବଂ ମସ୍କରା ବ୍ୟବହାର କରି ଲାଇଟ୍‌ ଆଇ ମେକ୍‌ଅପ୍‌ ନିଅନ୍ତୁ। ଲାଭେଣ୍ଡର, କୋରାଲ ପିଙ୍କ୍‌ ଭଳି ଆଇସ୍ୟାଡୋ ବ୍ୟବହାର କରନ୍ତୁ। ଏହା ଝାଳ ଲାଗି ବୋଳି ହେଲେ ବି ମେକ୍‌ଅପ୍‌ ଖରାପ ଲାଗି ନ ଥାଏ।
ସେହିପରି ଲଙ୍ଗ୍‌ ଲାଷ୍ଟିଂ ମେଲ୍ଟ ପ୍ରୁଫ୍‌ ଲିପ୍‌ଷ୍ଟିକ୍‌ ଲଗାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri