ଉତ୍କଟ ଶବ୍ଦ କରୁଥିବା ୭ ବୁଲେଟ୍‌ ଜବତ

ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ସହରରେ ଉତ୍କଟ ଶବ୍ଦ କରୁଥିବା ବାଇକ୍‌ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଟାଉନ ଥାନା ପୋଲିସ ସ୍ବତନ୍ତ୍ର ଅଭିଯାନ କରି ରବିବାର ୭ଟି ବୁଲେଟ୍‌ ଜବତ କରିଛି। ଏହାସହ ସମ୍ପୃକ୍ତ ମାଲିକଙ୍କ ନାମରେ ଜରିମାନା ଚାଲାଣ କଟାଇଛି। କେତେଜଣ ମାଲିକ ସାଇଲେନ୍ସସର ପରିବର୍ତ୍ତନ କରିବା ସହ ଜରିମାନା ଦେଇ ବୁଲେଟ୍‌ ମୁକୁଲାଇ ନେଇଛନ୍ତି। ଆଗକୁ ଏଭଳି ଅଭିଯାନ ଜାରି ରହିବ ବୋଲି ଟାଉନଥାନା ଅଧିକାରୀ ପ୍ରକାଶ କର୍ଣ୍ଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ...

ବେଆଇନ ନିର୍ମାଣ ପାଇଁ ସିଲ୍‌ ହେଲା ମଲ୍‌

ଅନୁଗୋଳ ଅଫିସ, ୨୩।୮: ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ନିକଟରୁ ଅନୁଗୋଳ ପୌରପାଳିକାକୁ କ୍ଷମତା ଆସିବା ପରେ ପ୍ରଥମ ଥର ବେଆଇନ୍‌ ନିର୍ମାଣ ଉପରେ ଚଢ଼ାଇ...

୨ ବିଦେଶ ଫେରନ୍ତା ଲୁଚିଛନ୍ତି ଘରେ, ଅଞ୍ଚଳରେ ଉତ୍ତେଜନା

ଧାମନଗର,୨୪ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତ ଅଞ୍ଚଳରେ ଦୁଇ ଯୁବକ ଦୁବାଇରୁ ଘରକୁ ଫେରି ଲୁଚିଥିବା ଏବଂ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ଉକ୍ତ ପଞ୍ଚାୟତରେ...

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା...

ବ୍ରହ୍ମପୁରରେ ଆଇପିଏଲ୍‌ ବେଟିଂ ର଼୍ୟାକେଟ୍‌ ଠାବ

ବ୍ରହ୍ମପୁର ଅଫିସ,୩୧ା୧୦: ବ୍ରହ୍ମପୁର ସହରରେ ଦୀର୍ଘଦିନ ଧରି ଚାଲିଥିବା ଏକ ବଡ଼ ଧରଣର ଆଇପିଏଲ୍‌ ବେଟିଂ କାରବାର ପୋଲିସ ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌...

ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ତୃପ୍ତି

  ଜାମଟିକ୍ରା, ୩୦।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି...

ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ...

ଦୁଇବର୍ଷରେ ଦୟନୀୟ

ଭୁବନ, ୧୭ା୬(ଡି.ଏନ୍‌.ଏ.) କେଉଁଠି ଭାଙ୍ଗିପଡ଼ିଛି କଳକବ୍‌ଜା ତ ଆଉ କେଉଁଠି ଚୋରି ହୋଇଗଲାଣି ଯନ୍ତ୍ରାଂଶ। ଦୁଇବର୍ଷ ତଳେ ଯେଉଁ ବ୍ୟାୟାମଶାଳାରେ ସକାଳେ ସଞ୍ଜରେ ଅସମ୍ଭବ ଭିଡ଼...

Advertisement
Archives

Model This Week