ବ୍ରେକ୍‌ଅପ୍‌ ହେବାରୁ ପ୍ରେମିକାଙ୍କ ସାନ ଭଉଣୀ ପ୍ରତି ଏମିତି ପ୍ରତିଶୋଧ ନେଲେ ପ୍ରେମିକ

ନୂଆଦିଲ୍ଲୀ,୪ା୯: ଫେକ୍‌ ପ୍ରୋଫାଇଲ୍‌ ବା ନକଲି ପ୍ରୋଫାଇଲ୍‌ କରି ଜଣେ ଝିଅକୁ ବଦ୍‌ନାମ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ଦିଲ୍ଲୀ ପୋଲିସର ସାଇବର ସେଲ୍‌ ଫେସ୍‌ବୁକ ଏବଂ ଇନ୍‌ଷ୍ଟାଗ୍ରାମରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ କଳାର ୨ ବର୍ଷ ଛାତ୍ରଙ୍କୁ ଗିରଫ କରିଛି। ତାଙ୍କ ନାମ ଉମେଶ କୁମାର। ଯିଏ କି ସଙ୍ଗମ ବିହାର ଅଞ୍ଚଳରେ ରୁହନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଛି।
ସୂଚନାଯୋଗ୍ୟ, ଉମେଶଙ୍କର ଜଣେ ଝିଅ ସହିତ ପ୍ରେମସମ୍ପର୍କ ଥିଲା। ତାହା ଚଳିତବର୍ଷ ମାର୍ଚ୍ଚରେ ଭାଙ୍ଗି ଯାଇଥିଲା। ଅଭିଯୁକ୍ତ ଉମେଶ ତାଙ୍କ ପ୍ରେମିକାଙ୍କ ସହ ବ୍ରେକ୍‌ଅପ୍‌ ହେବାରେ ପ୍ରେମିକାଙ୍କ ସାନ ଭଉଣୀଙ୍କୁ ଦାୟୀ କରିଥିଲେ। ତେଣୁ ପ୍ରତିଶୋଧ ନେବାକୁ ଉମେଶ ଏପରି ଷଡ଼ଯନ୍ତ୍ର ରଚିଥିଲେ। ପ୍ରେମିକାଙ୍କ ଭଉଣୀର ନକଲି ଅଶ୍ଳୀଳ ପ୍ରୋଫାଇଲ ତିଆରି କରିଥିଲେ। ଏହା ପରେ ଝିଅ ନିକଟକୁ ଶହ ଶହ ଫୋନ୍‌ କଲ୍‌ ଆସିବା ସହ ଅଶ୍ଳୀଳ ଭାଷାରେ ଏଣୁତେଣୁ ମେସେଜ୍‌ ଆସିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଧେଇଲା ବେଳେ ଲୋକଙ୍କୁ ପ୍ରଶ୍ନ କରୁଛନ୍ତି ଭାଜପା ବିଧାୟକ

କାନପୁର,୧୪।୧: କୋଭିଡ୍‌ କାରଣରୁ ନିର୍ବାଚନ ଆୟୋଗ (ଇସି) ରାଲି ଉପରେ ପ୍ରତିବନ୍ଧକ ଲଗାଇଥିବାରୁ ପ୍ରାର୍ଥୀମାନେ ଘରରୁ ଘର ବୁଲି ପ୍ରଚାର କରୁଛନ୍ତି। କାନପୁରରୁ ଭାଇରାଲ ହୋଇଥିବା...

‘ଯଦି ମୁଁ ଦାୟୀ ତେବେ ମୋତେ ଫାସୀ ଦିଆଯାଉ’

ଶ୍ରୀନଗର,୨୨।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ‘ଦ କଶ୍ମୀର ଫାଇଲ୍ସ’ ଫିଲ୍ମକୁ ନେଇ ବିବାଦ ଲାଗି ରହିଛି। ଫିଲ୍ମଟି ରିଲିଜ ପରେ ଏବେ ୧୯୯୦ ମସିହାରେ ପ୍ରକୃତରେ କ’ଣ...

ଅତି ଭୟଙ୍କର ରୂପ ଧାରଣ କଲା ବାତ୍ୟା ‘ନିଭାର’: ଛୁଇଁଲା ସ୍ଥଳଭାଗ

ଚେନ୍ନାଇ,୨୬।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ ବାତ୍ୟା ‘ନିଭାର’ ଗୁରୁବାର ଭୋରରୁ ସ୍ଥଳଭାଗ ଛୁଇଁଛି। ତାମିଲନାଡୁର ମମଲ୍ଲାପୁରମ ଏବଂ ପୁଡୁଚେରୀର କରିକଲରେ ବାତ୍ୟା ମାଡ ହୋଇଛି।...

ନନ୍ଦିଗ୍ରାମରେ ରଣହୁଙ୍କାର

କୋଲକାତା/ନୂଆଦିଲ୍ଲୀ,୧୪।୩: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଶହେ ଦିନରୁ ଊର୍ଦ୍ଧ୍ୱ ହେଲା ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନ ଜାରି ରହିଛି। ବିବାଦୀୟ ଆଇନ ପ୍ରତ୍ୟାହାର...

ବୟଲର ଫାଟିବାରୁ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ, ୯ମୃତ

ଅହମଦାବାଦ,୪।୧୧: ଗୁଜରାଟ ଅହମଦାବାଦରେ ଏକ କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ନାନୁକାକା ଇଷ୍ଟେଟ ସ୍ଥିତ ଏକ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ ଘଟିବା...

ଗଳାକାଟି ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ…

ବିଜାପୁର, ୨୯।୬ : ଛତିଶଗଡର ବିଜାପୁର ଜିଲାରେ ମାଓବାଦୀ ବର୍ବର କାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ମାଓପ୍ରବଣ ଗାଁର ସରପଞ୍ଚଙ୍କୁ ତୀକ୍ଷ୍‌ଣ ଅସ୍ତ୍ରରେ ଗଳା କାଟି...

କାଞ୍ଝାଓ୍ବାଲା ମାମଲା: ୪ଦିନିଆ ରିମାଣ୍ଡରେ ୫ଅଭିଯୁକ୍ତ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ କାଞ୍ଝାଓ୍ବାଲାରେ ହିଟ୍‌ ଆଣ୍ଡ ରନ୍‌ ମାମଲା ଏବେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ଏଭଳି ଅନେକ ପ୍ରଶ୍ନ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ...

ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି।...

Advertisement
Archives

Model This Week