ମାଲାବାର ଗ୍ରୁପର ‘ହଙ୍ଗର ଫ୍ରି ଓ୍ବାର୍ଲଡ’

ଭୁବନେଶ୍ୱର,୨୯।୫: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ରବିବାର ସର୍ବଭାରତୀୟ ସ୍ତରରେ ‘ଓ୍ବାର୍ଲଡ ହଙ୍ଗର ଡେ’ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱରସ୍ଥିତ ଶହୀଦ ନଗର ଷ୍ଟୋର ପକ୍ଷରୁ ‘ହଙ୍ଗର ଫ୍ରି ଓ୍ବାର୍ଲଡ’ ଅଭିଯାନ ଆରମ୍ଭ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମାଲାବାର ଗ୍ରୁପର କର୍ପୋରେଟ ସୋସିଆଲ ରେସପନ୍ସିବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଉକ୍ତ ଅଭିଯାନ ଆରମ୍ଭ କରାଯାଇଛି। ବିଶେଷକରି କ୍ଷୁଧାମୁକ୍ତ ଭାରତ ଗଠନ ଓ ୨୦୩୦ ସୁଦ୍ଧା ମିଶନ କ୍ଷୁଧାମୁକ୍ତ ଲକ୍ଷ୍ୟ ହାସଲ ଅନୁଯାୟୀ ଏଭଳି ଏକ ମହତ କାର୍ଯ୍ୟ ମାଲାବାର ଗ୍ରୁପ ପକ୍ଷରୁ କରାଯାଉଛି। ବର୍ତ୍ତମାନ ସମୟରେ ମଧ୍ୟ ଭାରତର ବିଭିନ୍ନ ସ୍ଥାନରେ ବହୁତ ଲୋକ ଭୋକ ଉପାସରେ ଦିନ କାଟୁଛନ୍ତି। ଏପରିକି ଦେଶର ୨୯ଟି କ୍ଷେତ୍ରରେ ମାଲାବାରର ‘ହଙ୍ଗର ଫ୍ରି ଓ୍ବାର୍ଲଡ’ ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri