ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’

ଭୁବନେଶ୍ୱର,୧୨।୧୧: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାରର ଏକ୍ସକ୍ଲୁସିଭ୍‌ ଷ୍ଟୋର(ମାଲାବାର ଶହୀଦନଗର ଷ୍ଟୋର) ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଡିଜାଇନ୍‌ ଓ ଦକ୍ଷ କାରିଗରିର ବଳିଷ୍ଠ କଳାକୃତି ଏହା ଜରିଆରେ ପରିପ୍ରକାଶ ପାଇଛି। ସେହିଭଳି ଚଳିତ ବିବାହ ଋତୁକୁ ନଜରରେ ରଖି ଏହି ନୂତନ ସଂଗ୍ରହର ଶୁଭାରମ୍ଭ ସହିତ ସମସ୍ତ ଶୋ’ରୁମ୍‌ରେ ଉପଲବ୍ଧ କରାଇଛି। ଏପରିକି ଏହି ନୂତନ ସଂଗ୍ରହରେ କଳା, ସଂସ୍କୃତି ଓ କାରିଗରିର ମିଳନରୁ ଏକ ସୁନ୍ଦର ଡିଜାଇନ୍‌ ସୃଷ୍ଟି ହୋଇଛି।
ଏ ସମ୍ପର୍କରେ ମାଲାବାର ଗ୍ରୁପ୍‌ର ଚେୟାରମ୍ୟାନ୍‌ ଏମ୍‌ପି ଅହମ୍ମଦ କହିଥିଲେ, ଆମେ ଆମର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଆନୁଷ୍ଠାନିକ ଅନାବରଣ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସୌନ୍ଦର୍ଯ୍ୟ ଓ କଳାକୃତିର ସୁନ୍ଦର ପରିକଳ୍ପନାରୁ ଏହି ନୂତନ ସଂଗ୍ରହର ଅୟମାରମ୍ଭ ହୋଇଥିଲା। ସେହିପରି ମହିଳାଙ୍କ ଶରୀରର ସୌନ୍ଦର୍ଯ୍ୟକୁ ଚମକାଇବା ସହ ସେମାନଙ୍କୁ ଏହା ଏକ ନୂଆ ରୂପ ଓ ପରିଭାଷା ପ୍ରଦାନ କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri