ନ୍ୟୁଜିଲାଣ୍ଡରେ ବ୍ୟବସାୟ ବିସ୍ତାର କରିବ ମାଲାବାର

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ଖୁବଶୀଘ୍ର ନ୍ୟୁଜିଲାଣ୍ଡରେ ବ୍ୟବସାୟ ବିସ୍ତାର କରିବ ବୋଲି ଘୋଷଣା କରିଛି। ଏପରିକି ୧୩ଟି ବିଭିନ୍ନ ଦେଶରେ ୩୭୫ରୁ ଅଧିକ ଶୋ’ରୁମ୍‌ ସହିତ ବିଶ୍ୱର ଷଷ୍ଠ ବୃହତ୍ତମ ଅଳଙ୍କାର ବ୍ରାଣ୍ଡ୍‌ର ଏହି ପଦକ୍ଷେପ ଉଭୟ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କ ଏବଂ ଆର୍ଥିକ ସହଯୋଗକୁ ସୁଦୃଢ଼ କରିବା ପାଇଁ ୟୁଏଇ ଏବଂ ନ୍ୟୁଜିଲାଣ୍ଡ ଦ୍ୱାରା ସ୍ବାକ୍ଷରିତ ବ୍ୟାପକ ଅର୍ଥନୈତିକ ସହଭାଗିତା ଚୁକ୍ତିନାମା (ସିଇପିଏ) ଉପରେ ଆଧାରିତ ରହିଛି।
ଏ ସମ୍ପର୍କରେ ମାଲାବାର ଗ୍ରୁପ୍‌ ଅଧ୍ୟକ୍ଷ ଏମ୍‌ପି. ଅହମ୍ମଦ କହିଛନ୍ତି ଏକ ବିଶ୍ୱସ୍ତରୀୟ ସ୍ବୀକୃତିପ୍ରାପ୍ତ ଅଳଙ୍କାର ଖୁଚୁରା ବିକ୍ରେତା ଭାବେ ଆମେ ଆମର ସମସ୍ତ ଅନ୍ତର୍ଜାତୀୟ କାର୍ଯ୍ୟ ୟୁଏଇରେ ଅବସ୍ଥିତ। ୟୁଏଇ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବ୍ୟାପକ ଅର୍ଥନୈତିକ ସହଭାଗିତା ଚୁକ୍ତିନାମା (ସିଇପିଏ) ନୂତନ ବଜାରରେ ଆମର ପ୍ରସାରକୁ ପରିପୂରକ କରିବ। ଏହି ଚୁକ୍ତିନାମା କେବଳ ଆମର ଆର୍ଥିକ ସମ୍ପର୍କକୁ ସୁଦୃଢ଼ କରିବ ନାହିଁ ବରଂ ଆମର ଉତ୍ପାଦ ଏବଂ ସେବା ସହିତ ନୂତନ ଗ୍ରାହକଙ୍କ ନିକଟରେ ପହଞ୍ଚିବା ପାଇଁ ନୂତନ ସୁଯୋଗ ମଧ୍ୟ ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri