ମାଲାବାରର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’

ଭୁବନେଶ୍ୱର,୨୨ା୧୦: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’ର ଶୁଭାରମ୍ଭ କରାଯାଇଛି। ଏପରିକି ଦୀପାବଳି ଉପଲକ୍ଷେ ଏକ ସ୍ବତନ୍ତ୍ର ଅଭିଯାନ ‘ହାର ତ୍ୟୋହାର କେ ସାଙ୍ଗ୍‌ ମାଲାବାର’ (ଉତ୍ସବ ସହ ମାଲାବାର) ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ପ୍ରତିଷ୍ଠାନର ଏହି ସର୍ବଭାରତୀୟ ଅଭିଯାନ ଚଳିତ ବର୍ଷ ଅକ୍ଟୋବର ୨୫ ପର୍ଯ୍ୟନ୍ତ ଜାରି ରହିବ। ସେହିଭଳି ଏହି ଅଭିଯାନ କ୍ରମରେ ମାଲାବାର ପକ୍ଷରୁ ଉଭୟ ହୀରା ଓ ସୁନାଗହଣା ଉପରେ ଗୁଣାତ୍ମକ ଏବଂ ମୂଲ୍ୟ ଦୃଷ୍ଟିରୁ ସ୍ବତନ୍ତ୍ର ଅଫର ମଧ୍ୟ ପ୍ରଦାନ କରାଯାଉଛି। ବିଶେଷକରି ସୁନା, ହୀରା ଓ ଅନ୍ୟ ମୂଲ୍ୟବାନ ପଥର ଖଚିତ ସୁନ୍ଦର ଡିଜାଇନର ଅଳଙ୍କାର ସମ୍ଭାର ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିଛି।
ଏ ସମ୍ପର୍କରେ ମାଲାବାର ଗ୍ରୁପ୍‌ର ଅଧ୍ୟକ୍ଷ ଏମ୍‌ପି ଅହମ୍ମଦ କହିଛନ୍ତି, ପ୍ରତିଟି ଭାରତୀୟଙ୍କ ପାଇଁ ଦୀପାବଳି ହେଉଛି ଏକ ଆନନ୍ଦ, ଉଲ୍ଲାସ ଓ ଆଲୋକର ପର୍ବ ଏବଂ ଏହା ଆମ ଭାବନା ସହ ଜଡିତ ରହିଛି। ଏହାକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ମାଲାବାର ଏକ ଛୋଟ ପ୍ରୟାସ କରିଛି। ନିଜ ଗ୍ରାହକମାନଙ୍କ ମନରେ ଆସ୍ଥା,ବିଶ୍ୱାସ ଓ ଭଲପାଇବା ପାଇଁ ଏଭଳି ଏକ ଅଭିଯାନର ପରିକଳ୍ପନା କରାଯାଇଛି। ଅପରପକ୍ଷରେ ୫% ଅଗ୍ରିମ ଦେଇ ଗ୍ରାହକ ନିଜର ଅଳଙ୍କାର ଏକ ନିର୍ଦ୍ଦିଷ୍ଟ ମୂଲ୍ୟରେ ବୁକିଂ ସହ ସୁରକ୍ଷିତ ରଖିପାରିବେ ବୋଲି ମାଲାବାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri