ସମ୍ବଲପୁରରେ ମାଲାବାରର ନୂତନ ଷ୍ଟୋର

ଭୁବନେଶ୍ୱର,୨୬।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂତନ ଷ୍ଟୋର ସମ୍ବଲପୁର (ଓଡ଼ିଶା) ରେ ଖୋଲିବାକୁ ଯାଉଛି। ୨୦୨୪ ସେପ୍ଟେମ୍ବର ୨୮ରେ ସମ୍ବଲପୁରର ବୁଢ଼ାରାଜା ରୋଡ୍‌ଠାରେ ମାଲାବାରର ନୂତନ ଷ୍ଟୋର (ଶୋ’ରୁମ୍‌) ଆନୁଷ୍ଠାନିକ ଭାବେ ଉଦ୍‌ଘାଟନୀ ହେବାକୁ ଯାଉଛି।
ଉଲ୍ଲେଖଯୋଗ୍ୟ, ୮୦୦୦ବର୍ଗ ଫୁଟ ପରିବ୍ୟାପ୍ତ ସ୍ଥାନରେ ନୂତନ ଭାବେ ଗଢ଼ି ଉଠିଥିବା ଏହି ଶୋ’ରୁମ୍‌ରେ ବ୍ରାଣ୍ଡ୍‌ର ସମସ୍ତ ଡିଜାଇନ ଓ କଲେକ୍ସନ ସାଙ୍ଗକୁ ସୁନା, ହୀରା ଏବଂ ମୂଲ୍ୟବାନ ଜୁଏଲେରିର ବ୍ୟାପକ ସମ୍ଭାର ଉପଲବ୍ଧ। ସେହିଭଳି ଓଡ଼ିଶା ବଜାରରେ ମାଲାବାରର ଏହା ୪ର୍ଥ ଆଲଟ୍‌ଲେଟ (ଷ୍ଟୋର) ହୋଇଥିଲାବେଳେ ସମ୍ବଲପୁରରେ ଏହା ପ୍ରଥମ ବୋଲି ବ୍ରାଣ୍ଡ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ଭାରତ ସମେତ ୧୩ଟି ବିଦେଶୀ ରାଷ୍ଟ୍ରରେ କାରବାର କରୁଛି। ସାରା ବିଶ୍ୱରେ ବ୍ରାଣ୍ଡ୍‌ର ୩୫୫ଟି ଏକ୍ସକ୍ଲୁସିଭ ଆଉଟ୍‌ଲେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri