ପୁଣି ଏକାଠି ହେଲେ ମଲାଇକା-ଅରବାଜ୍‌!

ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ଏବଂ ଚଳଚ୍ଚିତ୍ର ନିର୍ମାତା ଅରବାଜ ଖାନ ସେମାନଙ୍କ ସମ୍ପର୍କକୁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଯଦିଓ ଉଭୟ ୧୮ ବର୍ଷର ବୈବାହିକ ସମ୍ପର୍କ ପରେ ଛାଡପତ୍ର ନେଇଥିଲେ, କିନ୍ତୁ ଉଭୟଙ୍କୁ ନେଇ ଆଲୋଚନା ଥମିବାର ନାଁ ନେଉନାହିଁ। ପୁଣି ଥରେ ଉଭୟଙ୍କୁ ବିଳମ୍ବିତ ରାତିରେ ଏକାଠି ଦେଖିବାକୁ ମିଳିଛି। ଏହି ସମୟ ମଧ୍ୟରେ ସୋସିଆଲ ମିଡିଆରେ ମଲାଇକା ଏବଂ ଅରବାଜଙ୍କର ସମସ୍ତ ଫଟୋ ଏବଂ ଭିଡିଓ ଭୟଙ୍କର ଭାଇରାଲ ହେବାରେ ଲାଗିଛି।
ଅରବାଜ ଏବଂ ମଲାଇକାଙ୍କ ପୁଅ ଅରହାନ ଖାନ ବିଦେଶରେ ପଢୁଛନ୍ତି ଏବଂ ସେ ପ୍ରଥମ ଥର ପାଇଁ ଛୁଟିରେ ଭାରତ ଫେରିଛନ୍ତି। ପୁଅକୁ ନେବା ପାଇଁ ଅରବାଜ ଏବଂ ମଲାଇକା ବିମାନ ବନ୍ଦରରେ ପହଞ୍ଚିଥିଲେ। ଏହି ସମୟରେ, ତାଙ୍କ ମା’ ଏବଂ ପିତାଙ୍କୁ ଏକାଠି ଦେଖିବା ପରେ ଅରହାନ ଖୁସି ହୋଇଯାଇଥିଲେ। ଦୀର୍ଘ ଦିନ ପରେ ପୁଅକୁ ଭେଟିବା ପରେ ମଲାଇକା ଭାବପ୍ରବଣ ହୋଇପଡିଥିଲେ। ମଲାଇକା ବିମାନବନ୍ଦରରେ ଅରହାନ ଖାନଙ୍କୁ କୋଳାଗ୍ରତ କରିଥିଲେ। ଅରବାଜ ମଧ୍ୟ ପୁଅକୁ ଦେଖି ଖୁସି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri