ପୁଣି ଏକାଠି ହେଲେ ମଲାଇକା-ଅରବାଜ୍‌!

ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ଏବଂ ଚଳଚ୍ଚିତ୍ର ନିର୍ମାତା ଅରବାଜ ଖାନ ସେମାନଙ୍କ ସମ୍ପର୍କକୁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଯଦିଓ ଉଭୟ ୧୮ ବର୍ଷର ବୈବାହିକ ସମ୍ପର୍କ ପରେ ଛାଡପତ୍ର ନେଇଥିଲେ, କିନ୍ତୁ ଉଭୟଙ୍କୁ ନେଇ ଆଲୋଚନା ଥମିବାର ନାଁ ନେଉନାହିଁ। ପୁଣି ଥରେ ଉଭୟଙ୍କୁ ବିଳମ୍ବିତ ରାତିରେ ଏକାଠି ଦେଖିବାକୁ ମିଳିଛି। ଏହି ସମୟ ମଧ୍ୟରେ ସୋସିଆଲ ମିଡିଆରେ ମଲାଇକା ଏବଂ ଅରବାଜଙ୍କର ସମସ୍ତ ଫଟୋ ଏବଂ ଭିଡିଓ ଭୟଙ୍କର ଭାଇରାଲ ହେବାରେ ଲାଗିଛି।
ଅରବାଜ ଏବଂ ମଲାଇକାଙ୍କ ପୁଅ ଅରହାନ ଖାନ ବିଦେଶରେ ପଢୁଛନ୍ତି ଏବଂ ସେ ପ୍ରଥମ ଥର ପାଇଁ ଛୁଟିରେ ଭାରତ ଫେରିଛନ୍ତି। ପୁଅକୁ ନେବା ପାଇଁ ଅରବାଜ ଏବଂ ମଲାଇକା ବିମାନ ବନ୍ଦରରେ ପହଞ୍ଚିଥିଲେ। ଏହି ସମୟରେ, ତାଙ୍କ ମା’ ଏବଂ ପିତାଙ୍କୁ ଏକାଠି ଦେଖିବା ପରେ ଅରହାନ ଖୁସି ହୋଇଯାଇଥିଲେ। ଦୀର୍ଘ ଦିନ ପରେ ପୁଅକୁ ଭେଟିବା ପରେ ମଲାଇକା ଭାବପ୍ରବଣ ହୋଇପଡିଥିଲେ। ମଲାଇକା ବିମାନବନ୍ଦରରେ ଅରହାନ ଖାନଙ୍କୁ କୋଳାଗ୍ରତ କରିଥିଲେ। ଅରବାଜ ମଧ୍ୟ ପୁଅକୁ ଦେଖି ଖୁସି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଚରିତ୍ରରେ ଅଭିନୟ କରି ୱାଲର୍‌ଡ ବୁକ୍‌ ଅଫ ରେକର୍ଡସ୍‌ ଦ୍ୱାରା ସମ୍ମାନିତ ହେଲେ ଏହି ଅଭିନେତା

ମୁମ୍ବାଇ: ଟେଲିଭିଜନ ଜଗତରେ ଏବେ ସବୁଠୁ ଲୋକପ୍ରିୟ ଧାରାବାହିକ ହେଉଛି ‘ଭାବିଜୀ ଘର ପର ହୈ’। ଏଥିରେ ବିଭୂତି ନାରାୟଣ ମିଶ୍ରା ଭୂମିକାରେ ଅଭିନୟ କରନ୍ତି...

ଜାଣନ୍ତି ଅମିତାଭଙ୍କ ପାଖରେ କେତେ ଟଙ୍କାର ସମ୍ପତ୍ତି ଅଛି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ବିଗ୍‌-ବି ଅମିତାଭ ବଚ୍ଚନ ମୁମ୍ବାଇ ବ୍ୟତୀତ ବିଦେଶରେ ଅନେକ ସମ୍ପତ୍ତିର ମାଲିକ ଅଟନ୍ତି। ଅମିତାଭ ମୁମ୍ବାଇରେ ୩୧ କୋଟି ଟଙ୍କାରେ ୫୭୦୪...

ଭାଗ୍ୟକୁ ନିନ୍ଦୁଛନ୍ତି କିଆରା

ନିକଟରେ ତାଙ୍କୁ କେତୋଟି ଭଲ ଅଫର ମିଳିଥିଲା। ହେଲେ ସେଗୁଡ଼ିକୁ ହାତଛଡ଼ା କଲେ କିଆରା ଆଡଓ୍ବାନୀ। ଏବେ ତ କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶୁଟିଂ ଆରମ୍ଭ...

ଏହି ଅଭିନେତାଙ୍କ ଝିଅ କରିଥିଲେ ଏମିତି ଭୁଲ୍‌ : ହରାଇବାକୁ ପଡ଼ିଥିଲା ଆତ୍ମସମ୍ମାନ

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ଦତ୍ତ ନିକଟରେ ଇନ୍‌ଷ୍ଟାଗ୍ରାମରେ ତାଙ୍କ ଫଲୋଅର୍ସଙ୍କ ସହ ‘ଆକ୍ସ ମି ଏନିଥିଙ୍ଗ’ ସିଜିନ୍‌ରେ ଯୋଡି ହୋଇଥିଲେ। ଯେଉଁଠାରେ...

ଘର ଛାଡ଼ି ଚାଲି ଆସି ନ ଥିଲେ ଡାକ୍ତର ହୋଇଥାନ୍ତେ କଙ୍ଗନା: ଜାଣନ୍ତୁ କେତେ ପଢ଼ିଛନ୍ତି ବଲିଉଡ୍‌ର ଏହି କୁଇନ୍‌

ବମ୍ବେ: ହିମାଚଳର ଏକ ଛୋଟ ଗାଁରେ ଜନ୍ମ ନେଇଥିବା କଙ୍ଗନା ଆଜି ସଫଳତାର ଶୀର୍ଷରେ ପହଞ୍ଚିବେ ବୋଲି ସେତେବେଳେ ହୁଏତ କେହି ଭାବି ବି ନ ଥିବେ।...

୩୬ ବର୍ଷରେ ଜାନଭୀ: ୪ ବର୍ଷରେ ଥରେ ପାଳନ କରନ୍ତି ଜନ୍ମଦିନ

ମୁମ୍ବାଇ: ଛୋଟ ପରଦାର ସୁନ୍ଦରୀ ନାୟିକା ଜାନଭୀ ଛେଡ଼ା ଶନିବାର ୩୬ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୪ ଫେବୃୟାରୀ ୨୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ।...

ଭାଇରାଲ ହେଉଛି ଦିଶାଙ୍କ ଡ୍ୟାନ୍ସ ଭିଡିଓ

ମୁମ୍ବାଇ: ବଲିଉଡ୍‌ର ବୋଲ୍ଡ କୁଇନ୍‌ ଦିଶା ପାଟନି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଲକ୍‌ଡାଉନ ସମୟରେ ସେ ଫଟୋ ଓ ଭିଡିଓ ମାଧ୍ୟମରେ ୟୁଜର୍ସଙ୍କର ଖୁବ୍‌...

ଅଧାଘଣ୍ଟା କାନ୍ଦିଥିଲେ ସଲମାନ…

ମୁମ୍ବାଇ, ୧୬।୧୨: ବଲିଉଡ୍‌ର କମେଡ଼ିଆନ୍‌ ଲକ୍ଷ୍ମୀକାନ୍ତ ବର୍ଡେଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକୀ ବୁଧବାର ପାଳିତ ହେଉଛି। କିଡ଼ନୀ ଆକାମୀ ହେବା ଯୋଗୁ ତାଙ୍କର ମୃତ୍ୟୁ ୨୦୦୪...

Advertisement
Archives

Model This Week