ବ୍ରେକ୍‌ଅପ ଗୁଜବ ମଧ୍ୟରେ ଏକାଠି ନଜର ଆସିଲେ ଅର୍ଜୁନ-ମଲାଇକା

ମୁମ୍ବାଇ: ଅଭିନେତ୍ରୀ ମଲାଇକା ଆରୋରା ଏବଂ ଅର୍ଜୁନ କପୁର ଦୀର୍ଘ ଦିନ ଧରି ଚର୍ଚ୍ଚାରେ ରହିଆସିଛନ୍ତି। ଗୁଜବ ଉଠୁଛି ଯେ ଦୁହିଁଙ୍କର ବ୍ରେକ୍‌ଅପ ହୋଇଯାଇଛି। ତେବେ ଏଭଳି ଗୁଜବ ସତ୍ତ୍ୱେ ଉଭୟଙ୍କୁ ଅନେକ ଥର ଏକାଠି ସମୟ ବିତାଉଥିବାର ନଜର ଆସିଛନ୍ତି। ବ୍ରେକ୍‌ଅପ ଗୁଜବ ମଧ୍ୟରେ ଶନିବାର ସକାଳେ ଉଭୟଙ୍କୁ ମୁମ୍ବାଇରେ ଅମୃତା ଆରୋରାଙ୍କ ପାର୍ଟୀରୁ ଗୋଟିଏ କାର୍‌ରେ ଫେରୁଥିବା ଦେଖିବାକୁ ମିଳିଛି।

ଦୀର୍ଘ ସମୟ ପରେ ମଲାଇକା ଏବଂ ଅର୍ଜୁନଙ୍କୁ ଏକାଠି ଦେଖିବାକୁ ମିଳିଛି। ତେବେ କିଛି ଦିନ ପୂର୍ବରୁ ସେମାନେ ଏକାଠି ଏକ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ତେବେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳିବ ଯେ ଅର୍ଜୁନ ଏବଂ ମଲାଇକା କାର୍‌ର ପଛ ସିଟରେ ଏକାଠି ବସିଛନ୍ତି। ଏହି ସମୟରେ ମଲାଇକାଙ୍କୁ ଏକ ଧଳା ପୋଷାକରେ, ଅର୍ଜୁନଙ୍କ ଏକ କଳା ପୋଷାକରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri