ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

ମୁମ୍ବାଇ,୧୧।୯: ଅଭିନେତ୍ରୀ ମଲାଇକା ଆରୋରାଙ୍କ ଉପରେ ଦୁଃଖର ପାହାଡ ଛିଡିପଡ଼ିଛି। ଅଭିନେତ୍ରୀଙ୍କ ବାପା ଅନିଲ ଆରୋରା ଏହି ଦୁନିଆରୁ ବିଦାୟ ନେଇଛନ୍ତି। କୁହାଯାଉଛି ଯେ ମଲାଇକାଙ୍କ ବାପା ବାନ୍ଦ୍ରାସ୍ଥିତ ତାଙ୍କ ଘରର ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଖବର ପରେ ମଲାଇକା ଆରୋରା ପୁଣେରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ବର୍ତ୍ତମାନ ଅଭିନେତାଙ୍କ ବାପାଙ୍କ ମୃତଦେହ ବାବା ଡାକ୍ତରଖାନାରେ ରଖାଯାଇଛି। ଏହି ଘଟଣା ବୁଧବାର ସକାଳ ୯ଟାରେ ଘଟିଥିବା ଜଣାପଡିଛି। ଖବରପାଇ ମୁମ୍ବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି କଷ୍ଟ ସମୟରେ ମଲାଇକାଙ୍କ ପୂର୍ବତନ ସ୍ବାମୀ ଅରବାଜ ଖାନ ମଧ୍ୟ ତାଙ୍କ ଘରେ ପହଞ୍ଚିଛନ୍ତି । ଅରବାଜଙ୍କୁ ମଲାଇକାଙ୍କ ଘର ବାହାରେ ପୋଲିସ ସହ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି।

ପୋଲିସର ସୂଚନାନୁସାରେ, ମଲାଇକାଙ୍କ ବାପା ଷଷ୍ଠ ମହଲା ଗ୍ୟାଲେରୀରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାନ୍ଦ୍ରା ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବର୍ତ୍ତମାନ ସୁଦ୍ଧା ପୋଲିସ ଘଟଣାସ୍ଥଳରୁ କୌଣସି ସୂଚନା ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri