ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେବେବେଳେ ନିଜ ଫିଟ୍ନେସ୍କୁ ନେଇ ତ ଆଉ କେତେବେଳେ ଅଭିନେତା ଅର୍ଜୁନ କପୁରଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସେ ଆଲୋଚନରେ ଥାନ୍ତି। ନିକଟରେ ତାଙ୍କୁ ଦାମୀ ଡ୍ରେସ୍କୁ ନେଇ ଚର୍ଚ୍ଚା ଉଠିଛି। ଟିଭି ଶୋ’ ସୁପର୍ମଡେଲ୍ ଅଫ୍ ଦ ୟର୍ ସିଜିନ୍-୨ର ଏକ ଏପିସୋଡରେ ତାଙ୍କୁ ଏକ ଗାଉନ୍ ପିନ୍ଧିଥିବାର ଦେଖାଯାଇଥିଲା। ଯାହାର ମୂଲ୍ୟ ୧.୭୦ ଲକ୍ଷ ବୋଲି ଜଣାପଡିଛି। ମେଟାଲିକ୍ ଗାଉନ୍ରେ ମଲାଇକା ହଟ୍ ମଧ୍ୟ ଦେଖାଯାଉଥିଲେ। ସେ ନିଜ ଇନ୍ଷ୍ଟାଗ୍ରାମରେ ଡ୍ରେସ୍ର କିଛି ଫଟୋ ଶେୟାର୍ କରିଛନ୍ତି। ଯାହା ଭାଇରାଲ ହେବାରେ ଲାଗିଛି। ପିଙ୍କ୍-ବ୍ଲୁ ମିଶ୍ରିତ ମେଟାଲିକ୍ ଗାଉନ୍ଟି ଡିଜାଇନର୍ ଜେମି ମାଲୋଫ୍ଙ୍କ ଶୀତ ଦିନିଆ କଲେକ୍ସନ୍। ପୂର୍ବରୁ ଏହି ଗାଉନ୍ରୁ ମୂଲ୍ୟ ୩.୩୯ ଲକ୍ଷ ଥିବାବେଳେ ଏବେ ଏହା ୧.୭୦ ଲକ୍ଷ ଟଙ୍କାରେ ବିକ୍ରି ହେଉଛି।
ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍ରେ ଗଣଧାରଣା
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍ଏଚ୍-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…
କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…
ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…
ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି
ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…
ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ
ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…
ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?
Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…
କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA
ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…
Archives

