ବ୍ରେକ୍‌ଅପ୍‌ ହୋଇଥିବା ସ୍ପଷ୍ଟ କଲେ ମଲାଇକା !

ବମ୍ବେ: କେଇ ମାସ ତଳେ ବିବାହକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ଖବର ଶିରୋନାମା ପାଲଟିଛି ବଲିଉଡର ଜଣେ ଲର୍ଭବାର୍ଡଙ୍କ ପ୍ରେମଜୀବନ। ଦୁହିଁଙ୍କ ବ୍ରେକ୍‌ଅପ୍‌ ହୋଇଥିବା ନେଇ ଗଳିକନ୍ଦିରେ କଥା ଉଠୁଛି। ଆମେ କହୁଛୁ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅଭିନେତା ଅର୍ଜୁନ କପୁରଙ୍କ କଥା। ମଲାଇକା ଜୀବନରୁ ବାହାରିବା ପରେ ଏବେ ଅର୍ଜୁନ ନୂଆ ସାଥୀ ପାଇଥିବା କଥା ମଧ୍ୟ କୁହାଯାଉଛି। ଉଭୟ କିନ୍ତୁ ନିରବ ରହିଛନ୍ତି।

ବ୍ରେକ୍‌ଅପ୍‌ ନେଇ ଖବର ମଧ୍ୟରେ ମଲାଇକା ପରୋକ୍ଷରେ ଇଙ୍ଗିତ କରି ହୃଦୟର କଥା କହିଛନ୍ତି। ଏହା ଆମେ ନୁହେଁ ବରଂ ସୋସିଆଲ ମିଡିଆ ବ୍ୟବହାରକାରୀ କହୁଛନ୍ତି। ତାଙ୍କର ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି।

ଭିଡିଓରେ ଅଭିନେତ୍ରୀ ‘ଲେଟ୍ସ ଫଲ ଆପାର୍ଟ ଟୁଗେଦର’ ଲେଖାଥିବା ଏକ ହୁଡ଼ି ପିନ୍ଧିଥିବା ଦେଖାଯାଇଛି। ଏପରିକି କ୍ୟାମେରା ଦେଖି ସେ ପୋଜ୍‌ ନ ଦେଇ ମନଦୁଃଖରେ ଚାଲିଯାଉଛନ୍ତି। ଏହାକୁ ନେଇ ଅନେକେ ପ୍ରତିକ୍ରିୟା ଦେଉଛନ୍ତି। ସିଧା ସିଧା ନ ହେଲେ ହେଁ ସେ ପରୋକ୍ଷରେ ବ୍ରେକ୍‌ଅପ୍‌ ନେଇ କହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri