ଦେଶି ଲୁକ୍‌ରେ ମଲାଇକା

ମୁମ୍ବାଇ: ବଲିଉଡ୍ ବିୟୁଟି ମଲାଇକା ଆରୋରା ଏବେ ତାଙ୍କ ଦେଶି ଲୁକ୍‌କୁ ନେଇ ବେଶ୍ ଚର୍ଚ୍ଚାରେ । ନିକଟରେ ଦୀପାବଳି ପାଇଁ ଅଭିନେତ୍ରୀ ତରୁଣ ତାହିଲିୟାନିଙ୍କ ନିକଟରେ ଡ୍ରେସ୍ ଡିଜାଇନ କରିଥିଲେ ମଲାଇକା । ଆଉ ଏହି ଡ୍ରେସକୁ ନେଇ ଏବେ ସେ ଚର୍ଚ୍ଚାରେ । ଡ୍ରେସଟି ପୁରୁଣା ଦିନର କଥାକୁ ମନେପକାଉଥିବା ବେଳେ ମଲାଇକା ସୁନା ରୂପା ଗହଣାରେ ଏମିତି ସଜେଇ ହୋଇଥିଲେ ଯାହାକୁ ଏବେ ଦର୍ଶକେ ବେଶ୍ ପସନ୍ଦ କରିଛନ୍ତି । ଡ୍ରେସରେ ରୂପା ଗହଣାର ଝଲକ ବି ଦେଖିବାକୁ ମିଳିଥିଲା । ଏହି ଦେଶି ଲୁକ୍‌ର କିଛି ଫଟୋ ମଲାଇକା ସୋସିଆଲ ମିଡିଆରେ ଶେୟାର କରିବା ପରେ ଏବେ ଏହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ଅଭିନେତ୍ରୀ ଧର୍ମଶାଳାରେ ନିଜ ପରିଜନ ଓ ବୟଫ୍ରେଣ୍ଡଙ୍କ ସହ ସମୟ କାଟି ଏବେ ମୁମ୍ବାଇ ଆସିଛନ୍ତି । ହିଲ ଷ୍ଟେଶନରେ ପାଖାପାଖି ଏକ ସପ୍ତାହ କାଟିବା ପରେ ସେ ମୁମ୍ବାଇ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?