୩ ଲକ୍ଷ ଟଙ୍କାର ହୁଡା ପିନ୍ଧି ଟ୍ରୋଲ ହେଲେ ମଲାଇକା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ନିଜର ହଟ ଲୁକ୍‌ ଏବଂ ଫିଗର ପାଇଁ ବେଶ୍‌ ଜଣାଶୁଣା। ମଲାଇକା ବଲିଉଡର ସବୁଠାରୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ସେ ପ୍ରାୟତଃ ପାପାରାଜିଙ୍କ କ୍ୟାମେରା ସାମ୍ନାକୁ ଆସନ୍ତି। ବର୍ତ୍ତମାନ ଏହି ଅଭିନେତ୍ରୀ ପୁନର୍ବାର ପାପାରାଜିଙ୍କ କ୍ୟାମେରାରେ ଧରାପଡିଛନ୍ତି। ଯେଉଁଠାରେ ସେ ୩ ଲକ୍ଷ ଟଙ୍କା ମୂଲ୍ୟର ଏକ ହୁଡି ପିନ୍ଧିଥିବାର ନଜର ଆସିଥିଲେ। ଏହା ପରେ ସେ ଟ୍ରୋଲର ଶିକାର ହୋଇଥିଲେ। ବର୍ତ୍ତମାନ ଲୋକମାନେ ତାଙ୍କ ଷ୍ଟାଇଲିସ ହୁଡିକୁ ୬୦୦ଟଙ୍କାର ରେନକୋଟ୍‌ ସହିତ ତୁଳନା କରିଛନ୍ତି।

ସୋମବାର ଏକ କଳା ଏବଂ ଧଳା ହୁଡିରେ ମଲାଇକା ଆରୋରାଙ୍କୁ କାବୁ କରାଯାଇଥିଲା। ମଲାଇକା ଏହା ସହିତ ଧଳା ସ୍ନିକର୍‌ ଏବଂ ଚଷମା ବେଶ୍‌ ଷ୍ଟାଇଲିଷ୍ଟ ଲାଗୁଥିଲେ। ବର୍ତ୍ତମାନ ଲୋକମାନେ ସୋସିଆଲ ମିଡିଆରେ ମଲାଇକାଙ୍କ ହୁଡିକୁ ନେଇ ଟ୍ରୋଲ କରୁଛନ୍ତି। ମଲାଇକାଙ୍କ ଏହି ଡ୍ରେସରେ ମୋନୋଗ୍ରାମ ଲୋଗୋ ଥିଲା। କିଛି ଅନୁସନ୍ଧାନ ପରେ ଜାଣିବାକୁ ମିଳିଥିଲା ଯେ, ଡ୍ରେସଟି ଲେବଲ ଖ୍ରୀଷ୍ଟିଆନ ଡିଆରର, ଯାହାର ମୂଲ୍ୟ ୩,୩୨,୮୬୧ ଲକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?