ମାଲଦ୍ୱୀପରେ ଛୁଟି କାଟୁଛନ୍ତି ମଲାଇକା

ମୁମ୍ବାଇ: ବଲିଉଡ୍ ନାୟିକା ମଲାଇକା ଆରୋରା ଓ ନାୟକ ଅର୍ଜୁନ କପୁରଙ୍କ ଆଫେୟାର୍ସ ସବୁଠି ଚର୍ଚ୍ଚାର ବିଷୟ । ଆରମ୍ଭରୁ ହିଁ ଏମାନଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା ହୋଇ ଆସୁଛି । ଏମିତି ଅନେକ ସମୟରେ ଏମାନଙ୍କ ଲଭଷ୍ଟୋରୀ ହିଁ ସବୁଠାରୁ ଆଗରେ ଥାଏ । ଆଉ ଏହି ଯୋଡିଙ୍କ ପ୍ରଶଂସକ ଏଥିରୁ ଖୁବ୍ ମଜା ଉଠାଇଥାଆନ୍ତି । ମଝିରେ ଶୁଣିବାକୁ ମିଳିଥିଲା କି ଏମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍ ହୋଇଯାଇଛି । ହେଲେ ଏବେ ସେମିତି କିଛି ଲକ୍ଷ୍ୟ କରାଯାଉନାହିଁ । ଆଉ ଏହାର ଉତ୍ତର ଭିନ୍ନ ଢଙ୍ଗରେ ଦେଇଛନ୍ତି ଏହି ପ୍ରେମପକ୍ଷୀ । ଏହି ଲଭବାର୍ଡ ଏବେ ମାଲଦ୍ୱୀପରେ ଛୁଟି କାଟୁଛନ୍ତି । ତା’ସହ ଖୁବ୍ ରୋମାଣ୍ଟିକ ମୁଡରେ ବି ଅଛନ୍ତି ମଲାଇକା ଓ ଅର୍ଜୁନ । ନିକିଟରେ ମାଲଦ୍ୱୀପରେ ଛୁଟି କାଟୁଥିବାର କିଛି ଫଟୋ ଏମାନେ ଇନଷ୍ଟାଗ୍ରାମରେ ଶେୟାର କରିବା ପରେ ସ୍ପଷ୍ଟ ହୋଇଛି କି ଏମାନଙ୍କ ମଧ୍ୟରେ ସବୁଠିକ୍ ଅଛି ଆଉ ଉଭୟ ଖୁସି ଅଛନ୍ତି । ସି ବିଚରେ ମଜା ନେଉଥିବା ମଲାଇକା ଏବେ ପୁଣିଥରେ ୟଙ୍ଗଷ୍ଟରଙ୍କ ମୁଣ୍ଡ ବିଗାଡିଛନ୍ତି । ତାଙ୍କର କିଛି ରୋମାଣ୍ଟିକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?