ପିତାଙ୍କ ଶେଷ ଦର୍ଶନ ପାଇଁ ପୁଣେରୁ ମୁମ୍ବାଇରେ ପହଞ୍ଚିଲେ ମଲାଇକା, ନଜର ଆସିଲେ ଏକ୍ସ-ହଜ୍‌ବ୍ୟାଣ୍ଡ, ଭାଇରାଲ ଭିଡିଓରେ…

ମୁମ୍ବାଇ,୧୧ା୯: ଅଭିନେତ୍ରୀ ମଲାଇକା ଆରୋରାଙ୍କ ପାଇଁ ଆଜି ଅର୍ଥାତ୍‌ ବୁଧବାର ହେଉଛି ସବୁଠୁ ଦୁଃଖର ଦିନ। ଆଜି ତାଙ୍କ ପିତା ଅନିଲ ଆରୋରା ସବୁଦିନ ପାଇଁ ଆଖି ବୁଜିଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରର ତୃତୀୟ ମହଲାରୁ ଅନିଲ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି।

ତେବେ ପିତାଙ୍କ ମୃତ୍ୟୁ ଖବର ପାଇ ମଲାଇକା ପୁଣେରୁ ମୁମ୍ବାଇ ଘରେ ଆସି ପହଞ୍ଚିଛନ୍ତି। ଭଉଣୀ ଅମୃତା ଆରୋରା ମଧ୍ୟ ପିତାଙ୍କ ମୃତ୍ୟୁ ଖବର ଶୁଣି ମଲାଇକାଙ୍କ ଘରେ ପହଞ୍ଚିଛନ୍ତି। ଏହି ସମୟରେ ମଲାଇକାଙ୍କ ପୁଅ ଅରହାନ ଖାନ୍‌ ମଧ୍ୟ ଉପସ୍ଥିତ ଥିବା ନଜର ଆସିଛନ୍ତି। ମଲାଇକା ତାଙ୍କ ଗାଡ଼ିରୁ ଓହ୍ଲାଇ ଘର ଭିତରକୁ ଯିବା ସମୟରେ ଆଖିରେ ଆଖିଏ ଲୁହ ଆଉ ଛାତିରେ ଛାତିଏ କୋହ ନେଇ ପଶୁଥିବା ଦେଖିବାକୁ ମିଳିଥିଲା।

Malaika Arora Father Death: 11 साल की उम्र में पिता ने छोड़ा था साथ, मां ने रखा ख्याल - Malaika Arora Father Anil Arora Died By Suicide Actress Parents Separated When She

ମଲାଇକାଙ୍କ ସାବତ ପିତାଙ୍କ ମୃତ୍ୟୁ ଖବର ପାଇବା ମାତ୍ରେ ଅଭିନେତ୍ରୀଙ୍କ ଏକ୍ସ-ଶାଶୁଘର ଲୋକମାନେ ମଧ୍ୟ ତୁରନ୍ତ ଆସି ତାଙ୍କ ଘରେ ପହଞ୍ଚିଥିଲେ। କିମ୍ବଦନ୍ତୀ ଲେଖକ ସଲିମ ଖାନ୍‌ ତାଙ୍କ ପୁଅ ସୋହେଲ ଖାନ୍‌ ମଲାଇକାଙ୍କ ଘରେ ପହଞ୍ଚିଥିଲେ।

Malaika Arora's Dad, Anil Arora Dies After Committing Suicide, Ex, Arbaaz Khan Arrives At Her Home

ମଲାଇକାଙ୍କ ଏକ୍ସ ହଜ୍‌ବ୍ୟାଣ୍ଡ ଅର୍‌ବାଜ୍‌ ଖାନ୍‌ ମଧ୍ୟ ତାଙ୍କ ଘରେ ପହଞ୍ଚିଛନ୍ତି। ଅର୍‌ବାଜ ମଲାଇକାଙ୍କ ଘର ବାହାରେ ପୋଲିସଙ୍କ ସହ କଥାବାର୍ତ୍ତା ହେଉଥିବା ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri