ଅର୍ଜୁନଙ୍କୁ ନେଇ ମୁହଁ ଖୋଲିଲେ ମଲାଇକା: ସେ ମୋ ଜୀବନର…

ଅଭିନେତ୍ରୀ ମଲାଇକା ଆରୋରା ନିଜ ଆଇଟମ୍‌ ନମ୍ବର ପାଇଁ ଯେତିକି ଚର୍ଚ୍ଚାରେ ନ ଥାନ୍ତି ବ୍ୟକ୍ତିଗତ ଜୀବନକୁ ନେଇ ସେ ସୁବବେଳେ ଅଲୋଚନାରେ ଥାନ୍ତି। ୨୦୧୭ରେ ଅରବାଜ ଖାନଙ୍କ ସହ ଛାଡପତ୍ର ପରେ ମଲାଇକା ଏକଦା ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଥିଲେ। କୁହାଯାଏ, ଉଭୟ ଲିଭ୍‌ ଇନ୍‌ରେ ଥିଲେ। କିନ୍ତୁ କ’ଣ ହେଲା କେଜାଣି ଉଭୟଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ଏବେ ମଲାଇକା ସବୁକିଛି ଭୁଲି ଜଣେ ମିଷ୍ଟ୍ରି ମ୍ୟାନ୍‌ଙ୍କ ପ୍ରେମରେ ଉବୁଟୁବୁ ଥିବା ଚର୍ଚ୍ଚା ହେଉଛି। ମଲାଇକା ଏନେଇ ମୁହଁ ଖୋଲିଛନ୍ତି।
ମୁଁ ଭାବୁଛି ଜୀବନର କିଛି ନିର୍ଦ୍ଦିଷ୍ଟ ପର୍ଯ୍ୟାୟରେ ରାଗ ଏବଂ ଦୁଃଖ ଆସେ। ଏହା ସମସ୍ତଙ୍କ ସହିତ ଘଟେ। ଆମେ ମଣିଷ। ଆମେ ସମସ୍ତେ ବେଳେବେଳେ ନିରାଶାର ସମୟ ଦେଇ ଗତି କରୁ। ଏହା ମାନବ ସ୍ବଭାବ। କିନ୍ତୁ ସମୟ ବିତିବା ସହିତ ସବୁକିଛି ସୁଧୁରିଯାଏ ବୋଲି କୁହନ୍ତି ମଲାଇକା।

ଅର୍ଜୁନଙ୍କୁ ନେଇ ନିଜ ମତ ରଖିଛନ୍ତି ମଲାଇକା। ସେ କୁହନ୍ତି, ଅର୍ଜୁନ ମୋ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଏବଂ ମୋ ଜୀବନର ଏକ ଅତ୍ୟାବଶ୍ୟକ ଅଂଶ। ଯାହା ହେଉନା କାହିଁକି। ମୁଁ ଆମର ଅତୀତ କିମ୍ବା ଭବିଷ୍ୟତ ବିଷୟରେ ଅଧିକ କଥା ହେବାକୁ ଚାହୁଁନାହିଁ। ଏହା ବିଷୟରେ ବହୁତ କିଛି ମିଛସତ ଲେଖାଯାଇଛି। ମୁଁ ମୋ ଜୀବନର ଏପରି ଏକ ପର୍ଯ୍ୟାୟରେ ଅଛି ଯେଉଁଠାରେ ମୋତେ କିଛି ପ୍ରମାଣ କରିବାକୁ ନୁହେଁ ବରଂ ମୋତେ ଏପରି କାମ କରିବାକୁ ପଡିବ ଯାହା ମୋତେ ଖୁସି କରେ ଏବଂ ମୁଁ ଚାହେଁ ଯେ ଲୋକମାନେ ତାହା ଦେଖନ୍ତୁ।
ମିଷ୍ଟ୍ରି ମ୍ୟାନ୍‌ଙ୍କୁ ନେଇ ମଲାଇକା କୁହନ୍ତି, ଲୋକମାନେ କଥା ହେବାକୁ ଭଲ ପାଆନ୍ତି। ଯଦି ମୁଁ କାହା ସହିତ କୁଆଡେ ଯାଏ ଲୋକେ ବଡ଼ ସମସ୍ୟା ହୋଇଯାଏ। ମୁଁ ଏହି ଗୁଜବକୁ ଅଯଥାରେ ପ୍ରସୟ ଦେବାକୁ ଚାହୁଁନାହିଁ। ଏହା ମୋ ପାଇଁ ନିତିଦିନିଆ ଘଟଣା। କିନ୍ତୁ ମୋତେ ଫରକ ପଡ଼େ ନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri