ମଲାଇକାଙ୍କୁ ଅନ୍‌ଫଲୋ କଲେ ଏକ୍ସ-ହଜ୍‌ବ୍ୟାଣ୍ଡ

ମୁମ୍ବାଇ: ଅରବାଜ ଖାନ୍‌ ଏବଂ ସୌରା ଖାନ୍‌ଙ୍କ ବିବାହ ୨୪ ଡିସେମ୍ବରରେ ହୋଇଥିଲା। ବିବାହ ପରେ ଏହି ଦମ୍ପତି ସେମାନଙ୍କର ନୂଆ ଇଂନିସ୍‌ ଆରମ୍ଭ କରିଛନ୍ତି। ଡିସେମ୍ବର ୩୦ରେ ଅରବାଜ ଏବଂ ସୌରା ମୁମ୍ବାଇ ବିମାନବନ୍ଦରରେ ନଜର ଆସିଥିଲେ। ବର୍ତ୍ତମାନ ଏହି ଦମ୍ପତିଙ୍କ ହନିମୁନ୍‌ର ପ୍ରଥମ ଫଟୋ ସାମ୍ନାକୁ ଆସିଛି। ଫଟୋଗୁଡ଼ିକ ଶୌରା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି।

ଏହି ସମୟରେ ଆଉ ଏକ ଖବର ଜାଣିବାକୁ ମିଳିଛି। ବୁଧବାର ଅରବାଜ ଇନ୍‌ଷ୍ଟାଗ୍ରାମରୁ ପୂର୍ବତନ ସ୍ତ୍ରୀ ମଲାଇକା ଆରୋରାଙ୍କୁ ଅନ୍‌ଫଲୋ କରିଛନ୍ତି। କହିରଖୁଛୁ ଛାଡ଼ପତ୍ର ପରେ ମଧ୍ୟ ଦୁହେଁ ବନ୍ଧୁତା ବଜାୟ ରଖିଥିଲେ। ଉଭୟଙ୍କୁ ବିମାନବନ୍ଦରରେ ଅନେକ ଥର ଦେଖିବାକୁ ମିଳିଥିଲା। କିନ୍ତୁ ବିବାହ ପରେ ଅରବାଜ ମଲାଇକାଙ୍କୁ ଅନ୍‌ଫଲୋ କରିବା ନେଇ ଅନେକ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?