ପ୍ରେମିକ ଅର୍ଜୁନଙ୍କୁ ଜନ୍ମଦିନରେ ଏପରି ଶୁଭେଚ୍ଛା ଜଣାଇଲେ ମଲାଇକା

ବମ୍ବେ: ଆଜି ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଜନ୍ମଦିନ। ଏହାକୁ ନେଇ ତାଙ୍କ ପରିବାରଲୋକଙ୍କଠାରୁ ପ୍ରଶଂସକଙ୍କ ପର୍ଯ୍ୟନ୍ତ ଶୁଭେଚ୍ଛାର ସୁଅ ଛୁଟୁଛି। ହେଲେ ସବୁଠାରୁ ଖାସ୍‌ ବାର୍ତ୍ତାଟି ତାଙ୍କୁ ମିଳିଛି ପ୍ରେମିକା ତଥା ଅଭିନେତ୍ରୀ ମଲାଇକା ଅରୋରାଙ୍କଠାରୁ।

ମଲାଇକା ନିଜର ଇନ୍‌ଷ୍ଟାପୃଷ୍ଠାରେ ‘ହାପି ବର୍ଥ ଡେ ମାଇଁ ସନ୍‌ସାଇନ୍‌’ ବୋଲି ଲେଖିଛନ୍ତି। ଏହାଛଡ଼ା ଅନ୍ୟ ଏକ ଫଟୋରେ ଅର୍ଜୁନଙ୍କ ସହ ସେ ଏବଂ ଜଣେ ବନ୍ଧୁ ଥିବା ଦେଖାଯାଉଛି। ଫଟୋରେ ମଲାଇକା ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

କହିରଖୁଛୁ, ଗତ ବର୍ଷ ଅର୍ଜୁନ-ମଲାଇକା ନିଜର ସମ୍ପର୍କକୁ ନେଇ ମୁଁହ ଖୋଲିଥିଲେ। ଉଭୟ ପ୍ରେମରେ ଥିବା ସ୍ପଷ୍ଟ ହୋଇଥିଲା। ଏବେ ପ୍ରଶଂସକ ଉଭୟଙ୍କ ବିବାହକୁ ଅପେକ୍ଷା କରିଛନ୍ତି।


All Right Reserved By Dharitri.Com

ଶିଳ୍ପା-ଅକ୍ଷୟଙ୍କ ଗୀତ ବିନା ଶୋଉ ନ ଥିଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଟାଇଗର ଶ୍ରଫଙ୍କ ଆଗାମୀ ଫିଲ୍ମ ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨ ଆସନ୍ତା ୧୦ ତାରିଖରେ ରିଲିଜ୍‌ ହେବାର ଯୋଜନା ରହିଛି।...

ଏହି ଅଭିନେତାଙ୍କ ଭାନିଟି ଭ୍ୟାନର ଦାମ୍‌ ଶୁଶିଲେ ଉଡିଯିବ ହୋସ୍‌

ମୁମ୍ବାଇ: ବି-ଟାଉନରେ ବିଳାସମୟ ଜୀବନ ବିତାଉଥିବା ସେଲିବ୍ରିଟିଙ୍କ ମଧ୍ୟରୁ କମେଡି ପାଇଁ ଜଣାଶୁଣା କପିଲ ଶର୍ମା ହେଉଛନ୍ତି ଅନ୍ୟତମ। ଯାହାଙ୍କ ଲାଇଫ୍‌ ଷ୍ଟାଇଲ୍‌କୁ ସମସ୍ତେ ଅନୁକରଣ...

ହେୟାର କଟ୍‌ କଲେ ଇଲିୟାନା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ବଲିଉଡ୍‌ର ବହୁ ଅଭିନେତା, ଅଭିନେତ୍ରୀ ନିଜ କାମ କରି ସୋସିଆଲ ମିଡିଆରେ ଫଟୋ ଶେୟାର କରୁଥିବା ନଜରକୁ ଆସିଛନ୍ତି। ଏହି ବଲିଉଡ...

ଲିପ୍‌ ବାମ୍‌, ଫେସ୍‌ଓ୍ବାଶ ଓ ପରିଣିତି

ପରିଣିତି ଚୋପ୍ରାଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଲେଡିଜ୍‌ ଭର୍ସେସ ରିକି ବହଲ’ ସିନେମାରୁ। ପ୍ରଥମ ସିନେମାକୁ ନେଇ କାହିଁ କେତେ ଆଶା ବାନ୍ଧି ବସିଥିଲେ ସେ।...

ଲୁଙ୍ଗି ପିନ୍ଧି ପରଦାକୁ ଆସିବେ ଖିଲାଡି କୁମାର

ବଲିଉଡରେ ଆଜିକାଲି ଅକ୍ଷୟ କୁମାରଙ୍କ ରାଜ୍‌ ଚାଲିଛି। ଗୋଟିଏ ପରେ ଗୋଟିଏ ସୁପର୍‌ହିଟ୍‌ ଫିଲ୍ମ ଦେଇଚାଲିଥିବା ଅକ୍ଷୟ ନିଜ ଆଗାମୀ ସିନେମା ‘ବଚନ୍‌ ପାଣ୍ଡେ’ରେ ଏକ...

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି।...

‘ଉଜଡା ଚମନ’କୁ ଅଜୟଙ୍କ ସମର୍ଥନ, ନଭେମ୍ବର ପହିଲାରେ ପରଦାକୁ ଆସିବ

ମୁମ୍ବାଇ: ସମାନ ଧରଣର କାହାଣୀ ଉପରେ ପର୍ଯ୍ୟବେଶିତ ଦୁଇ ବଲିଉଡ୍‌ ଫିଲ୍ମ ‘ଉଜଡା ଚମନ’ ଏବଂ ‘ବାଲା’ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଭିନ୍ନ ମୋଡ...

ସୁହାନା, ଅନନ୍ୟାଙ୍କ ଡେବ୍ୟୁ ଫିଲ୍ମ ଥିଲା ‘ମାଇଁ ନେମ୍‌ ଇଜ୍‌ ଖାନ୍‌’: ମାତ୍ର କାଟିଦିଆଯାଇଥିଲା ତାଙ୍କ ସିନ୍‌

ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ଫିଲ୍ମ ‘ଷ୍ଟୁଡେଣ୍ଡ ଅଫ୍‌ ଦି ଇୟର-୨’ରୁ ବଲିଉଡ୍‌ରେ ଡେବ୍ୟୁ କରିଛନ୍ତି। ଏଥିରେ ତାଙ୍କ ଅଭିନୟକୁ ଦର୍ଶକ ପସନ୍ଦ ମଧ୍ୟ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *