ଚିନ୍ତାରେ ମଲାଲା

ଲଣ୍ଡନ,୧୬।୮: ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ପାକିସ୍ତାନର ନୋବେଲ ବିଜେତା ମଲାଲା ୟୁସୁଫଜାଇ ଚିନ୍ତା ପ୍ରକଟ କରିଛନ୍ତି। ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ଏକ ଝଟକା। ମହିଳା, ସଂଖ୍ୟାଲଘୁ ଏବଂ ମାନବାଧିକାର କର୍ମୀଙ୍କ ଅବସ୍ଥାକୁ ନେଇ ସେ ଗଭୀର ଚିନ୍ତିତ ଥିବା ନେଇ ସେ କହିଛନ୍ତି। ତାଲିବାନ ଆଫଗାନିସ୍ତାନର ବଡ଼ ଅଂଶ ଦଖଲ କରିବା ପରେ ଏହା ମାଲ୍ୟାଙ୍କ ପ୍ରଥମ ବିବୃତ୍ତି ଥିଲା।
ମଲାଲା ଟୁଇଟ କରି କହିଛନ୍ତି, ଆଫଗାନିସ୍ତାନକୁ ତାଲିବାନ ଦଖଲ କରିଥିବାର ଦେଖି ଆମେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛୁ। ମୁଁ ସେଠାରେ ଥିବା ମହିଳା, ସଂଖ୍ୟାଲଘୁ ଏବଂ ମାନବାଧିକାର କର୍ମୀଙ୍କୁ ଗଭୀର ଭାବରେ ଚିନ୍ତିତ। ବିଶ୍ୱ, ଆଞ୍ଚଳିକ ଏବଂ ସ୍ଥାନୀୟ ନେତାମାନେ ତୁରନ୍ତ ଲୋକଙ୍କୁ ସହାୟତା ଯୋଗାଇ ଦେବା ସହ ଶରଣାର୍ଥୀ ଏବଂ ସାଧାରଣ ନାଗରିକଙ୍କୁ ସୁରକ୍ଷା ଦେବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ,ମଲାଲା ୟୁସୁଫଜାଇ ମଧ୍ୟ ତାଲିବାନ ଟାର୍ଗେଟ ଆସିଥିଲେ। ଏହି କାରଣରୁ ମଲାଲାଙ୍କୁ ପାକିସ୍ତାନ ଛାଡିବାକୁ ପଡିଥିଲା। କେବଳ ମାଲାଲା ନୁହେଁ, ଆଫଗାନିସ୍ତାନର ପରିସ୍ଥିତି ଦେଖି ବିଶ୍ୱର ଅନେକ ଲୋକ ଚିନ୍ତାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର କୋରିଆରେ ଲେଦର ଜ୍ୟାକେଟ ପିନ୍ଧିବା ମହଙ୍ଗା ପଡିପାରେ

ପୋଙ୍ଗୟାଙ୍ଗ,୨୬ ।୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ନିଜ ଦେଶର ଜନତାଙ୍କ ପାଇଁ ଏକ ଅଦ୍ଭୁତ ନିୟମ ଲାଗୁ କରିଛନ୍ତି ।...

ସମୁଦ୍ର ପତ୍ତନଠାରୁ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌

ଓ୍ବାଶିଂଟନ,୧।୬: କରୋନା ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ଦେଶରେ ନାନା ପ୍ରକାର ଗବେଷଣା ଜାରି ରହିଛି। ସମୁଦ୍ର ପତ୍ତନଠାରୁ ଅଧିକ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ...

ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ

ଜେନେଭା,୨।୪: କରୋନା ଭାଇରସ୍‌ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍‌ଭାରିଆଣ୍ଟ ବିଏ-୨...

ଟ୍ୟୁନିସିଆ ଉପକୂଳରେ ଓଲଟିଲା ଡଙ୍ଗା, ୨୮ରୁ ଅଧିକ ପ୍ରବାସୀଙ୍କ ମୃତ୍ୟୁ, ୬୦ରୁ ଅଧିକ ଆହତ

ଟ୍ୟୁନିସିଆ,୨୭ ।୩: ଟ୍ୟୁନିସିଆ ଉପକୂଳରେ ରବିବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଅତି ବିପଜ୍ଜନକ ଭାବେ ଇଟାଲୀ ଯାଉଥିବା ପ୍ରବାସୀଙ୍କର ଏକ ଡଙ୍ଗା...

ଇମ୍ରାନଙ୍କୁ ଜାମିନ…

ଇସଲାମାବାଦ,୨୧।୩ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଲାହୋର ହାଇକୋର୍ଟ ତାଙ୍କୁ ଦୁଇଟି ଆତଙ୍କବାଦ ମାମଲାରେ ଜାମିନ ପ୍ରଦାନ...

ବାଇଡେନ୍‌ଙ୍କ ଆୟଠାରୁ ଅଧିକ ଆୟକର ପୈଠ କରୁଛନ୍ତି କମଲା ହାରିସ୍‌…

ଓ୍ବାଶିଂଟନ,୧୮।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଉପରାଷ୍ଟ୍ରପତି କମଲା ହାରିସ୍‌ ସେମାନଙ୍କର ଆୟକର ସମ୍ପର୍କିତ ରିପୋର୍ଟ ସାର୍ବଜନୀକ କରିଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ବାଇଡେନ୍‌...

ଚଳିତ ବର୍ଷର ନବମ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଚରମ ସୀମାରେ ପହଞ୍ଚିଥିବା ବେଳେ ଉତ୍ତର କୋରିଆ ଶନିବାର ସକାଳେ ଏକ ଅଜଣା ମିଶାଇଲ ପରୀକ୍ଷା କରି ଏହାର ପଡୋଶୀ...

ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଉତ୍ତର କୋରିଆରେ ପାଦ ଦେଲେ ଟ୍ରମ୍ପ୍‌

ସିିଓଲ,୩୦।୬: ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ୍‌ ଟ୍ରମ୍ପ୍‌ ଉତ୍ତର କୋରିଆ ମାଟିରେ ପାଦ ଦେଇଛନ୍ତି। ଉତ୍ତର କୋରିଆ ସୁପ୍ରିମ୍‌ ଲିଡର କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ...

Advertisement
Archives

Model This Week