ରାଜ୍ୟରେ ମ୍ୟାଲେରିଆ କ୍ରମାଗତ ହ୍ରାସ ପାଉଛି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ବିବାହ ଉତ୍ସବ ପାଇଁ କନ୍ୟାପକ୍ଷ ସଜବାଜ ହୋଇଥିଲେ। ଗ୍ରାମରେ ବର ସମେତ ବରଯାତ୍ରୀ ମଧ୍ୟ ପହଞ୍ଚତ୍ ଯାଇଥିଲେ। ବାଜା ବାଜିବା ସହ ବାଣ ବି ଫୁଟିଥିଲା। ଶୋଭାଯାତ୍ରା ଦେଖି ବର ମଧ୍ୟ ବେଶ୍‌ ଖୁସି ଥିଲେ। ଅଳ୍ପ କିଛି ସମୟରେ ବିବାହ ବେଦିକୁ ଯାଇଥାନ୍ତେ। ହେଲେ ଏହି ସମୟରେ କମିଶନରେଟ ପୋଲିସ ବରକୁ ଉଠାଇନେଲା। ଏଭଳି ଏକ ଘଟଣା ରବିବାର ରାତିରେ ବରଗଡ଼ ଜିଲା ଭଟଲି ଥାନା ବେହେରାପାଲି ଗ୍ରାମରେ ଦେଖିବାକୁ ମିଳିଥିଲା।
ସୂଚନା ଅନୁଯାୟୀ, ଅଭିଯୁକ୍ତ ବର ହେଲେ ଢେଙ୍କାନାଳ ଜିଲା ପର୍ଜଙ୍ଗ ଥାନା ପାଣି ଗେଙ୍ଗୁଟିଆ ଗ୍ରାମର ଅଜିତ କୁମାର ଭୋଇ। ସେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ଯନ୍ତ୍ରୀ ଭାବେ କାର୍ଯ୍ୟରତ। ଅଜିତ ଦୁଇବର୍ଷ ହେବ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ଏପରି କି ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ। ପରେ ଅଜିତ ତାଙ୍କୁ ପ୍ରତାରଣା କରିଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ସମ୍ପୃକ୍ତା ଯୁବତୀ ଗତ ୧୯ ତାରିଖରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୬୧/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଜିତ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଥିବା ପୋଲିସ ଖବର ପାଇ ତାଙ୍କୁ ଧରିବାକୁ ଜାଲ ବିଛାଇଥିଲା। ରବିବାର ରାତିରେ ପୋଲିସ ଟିମ୍‌ ବରଗଡ଼ରେ ପହଞ୍ଚତ୍ ବାହାଘର ଶୋଭାଯାତ୍ରାରୁ ଅଜିତଙ୍କୁ ଉଠାଇ ଆଣିଥିଲା। ପରେ ସୋମବାର ତାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଥିବା ମହିଳା ଥାନା ଅଧିକାରୀ ଦାୟିତ୍ୱରେ ଥିବା ଇନ୍‌ସପେକ୍ଟର ସନ୍ଧ୍ୟା ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri