ବନ୍ୟା ପରେ ବ୍ୟାପିଲା ମେଲେରିଆ, ଭାରତଠାରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବ ପାକିସ୍ତାନ…

ଇସଲାମାବାଦ,୧୧।୧୦ : ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଅଟକି ରହିବାରୁ ପାକିସ୍ତାନରେ ବର୍ତ୍ତମାନ ବିଭିନ୍ନ ଜଳ ବାହିତ ରୋଗରେ ବହୁ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟୁଛି। ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ପରିସ୍ଥିତି ନିୟନ୍ତ୍ରଣ ବାହାରାକୁ ଚାଲିଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଜମି ରହି ମଶାବଂଶ ବୃଦ୍ଧି ପାଉଛି। ଏସବୁ ଅଞ୍ଚଳରେ ମେଲେରିଆ ବ୍ୟାପିବାରେ ଲାଗିଛି। ପାକିସ୍ତାନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଭାରତରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବାକୁ ଅନୁମତି ଦେଇଛି।

ରିପୋର୍ଟରେ ଦର୍ଶାଯାଇଛି ଯେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପାକିସ୍ତାନ ପାଇଁ ମଶାରୀ କିଣିବା ପାଇଁ ଗ୍ଲୋବାଲ ଫଣ୍ଡ ଦ୍ୱାରା ପ୍ରଦାନ କରାଯାଇଥିବା ଆର୍ଥିକ ସମ୍ବଳ ବ୍ୟବହାର କରୁଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା ମାସ ଅର୍ଥାତ୍‌ ନଭେମ୍ବର ସୁଦ୍ଧା ସେମାନେ ୱାଘା ସୀମା ଦେଇ ଭାରତରୁ ମଶାରୀ ପାକିସ୍ତାନକୁ ପଠାଯିବ।

ଭାରତରୁ ପ୍ରାୟ ୭.୧ ନିୟୁତ ମଶାରୀ କିଣିବା ପାଇଁ ପାକିସ୍ତାନ ବାଣିଜ୍ୟ ମନ୍ତ୍ରଣାଳୟର ଅନୁମତି ମାଗିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସିନ୍ଧ ଏବଂ ବାଲୁଚିସ୍ତାନର ବନ୍ୟା ପ୍ରଭାବିତ ଜିଲାମାନଙ୍କରେ ମେଲେରିଆ ପରୀକ୍ଷା କିଟ, ମେଲେରିଆ ଔଷଧ ଏବଂ ମଶାରୀର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri