Posted inଜାତୀୟ

ଖୁବ୍‌ଶୀଘ୍ର ଉପଲବ୍ଧ ହେବ ମ୍ୟାଲେରିଆ ଭ୍ୟାକ୍‌ସିନ୍‌

ପୁନେ,୩୧।୮: ଖୁବ୍‌ଶୀଘ୍ର ମ୍ୟାଲେିରଆ ଭ୍ୟାକ୍‌ସିନ ଉପଲବ୍ଧ ହେବ ବୋଲି ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ(ଏସ୍‌ଆଇଆଇ)ର ପରିଚାଳନା ନିର୍ଦ୍ଦେଶକ ସାଇରସ୍‌ ପୁନାଓ୍ବାଲା ବୁଧବାର ଘୋଷଣା କରିଛନ୍ତି। ଏହି ଭ୍ୟାକ୍‌ସିନ୍‌ କେବଳ ଭାରତ ନୁହେଁ ବରଂ ଆଫ୍ରିକାର ମ୍ୟାଲେରିଆ୍‌ପ୍ରବଣ ଅଞ୍ଚଳରେ ମଧ୍ୟ ଉପଲବ୍ଧ ହେବ। କୋଭିଡ୍‌ ଭ୍ୟାକ୍‌ସିନ୍‌ ‘କୋଭିସିଲ୍ଡ’ର ସଫଳତା ପରେ ଏସ୍‌ଆଇଆଇ ଖୁବ୍‌ଶୀଘ୍ର ମ୍ୟାଲେରିଆ ଭ୍ୟାକସିନ୍‌ ଉବଲବ୍ଧ କରିବାକୁ ଯାଉଛି ବୋଲି ପୁନାଓ୍ବାଲା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଏସ୍‌ଆଇଆଇ ଡେଙ୍ଗୁଜ୍ୱର ଲାଗି ମଧ୍ୟ ଭ୍ୟାକ୍‌ସିନ୍‌ ପ୍ରସ୍ତୁତିରେ ଲାଗିଛି ଯାହା ଆସନ୍ତା ବର୍ଷ ଉପଲବ୍ଧ ହେବ। ମଶା କାମୁଡ଼ାରୁ ସୃଷ୍ଟି ହେଉଥିବା ଏହି ଦୁଇ ଜ୍ୱରର ଭ୍ୟାକ୍‌ସିନ୍‌ ପ୍ରସ୍ତୁତି ଲାଗି ତାଙ୍କ କମ୍ପାନୀ ଦୀର୍ଘବର୍ଷ ହେଲା କାର୍ଯ୍ୟ କରି ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri