Posted inଖେଳ

କୋହଲିଙ୍କୁ ବିଶେଷ ଡିମାଣ୍ଡ କଲେ ଅଭିନେତ୍ରୀ, କ’ଣ ଏହାକୁ ପୂରା କରିପାରିବେ ବିରାଟ?

ନୂଆଦିଲ୍ଲୀ,୧।୩: ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରର ସୁପର ଷ୍ଟାର ବର୍ଷା ବୋଲମ୍ମା କ୍ରିକେଟକୁ ବହୁତ ଭଲ ପାଆନ୍ତି । ବିଶେଷକରି ତାଙ୍କୁ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ମ୍ୟାଚରେ ପ୍ରାୟତଃ ଦେଖିବାକୁ ମିଳେ। ତେବେ ଆଇପିଏଲ ୨୦୨୪ ସିଜିନ ଆରମ୍ଭ ପୂର୍ବରୁ ବର୍ଷା କୋହଲିଙ୍କୁ ଏକ ବିଶେଷ ଦାବି କରିଛନ୍ତି। ସାକ୍ଷାତକାରରେ ବର୍ଷା କହିଛନ୍ତି ଯେ ମୋର କେବଳ ଗୋଟିଏ ସ୍ବପ୍ନ ଅଛି ଯେ ବିରାଟ କୋହଲି ଅନ୍ତତଃ ଗୋଟିଏ ଥର ଆଇପିଏଲ ଟ୍ରଫି ଧରିବା ଉଚିତ୍‌।

ଏହି ସାକ୍ଷାତକାରରେ ବର୍ଷା ଆହୁରି କହିଛନ୍ତି ଯେ, ମୁଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ କ୍ରିକେଟ ଦେଖିବା ଆରମ୍ଭ କରିଥିଲି। ଅନ୍ତତଃ ଗୋଟିଏ ବିରାଟ କୋହଲିଙ୍କ ହାତରେ ଆଇପିଏଲ ଟ୍ରଫି ଦେଖିବାକୁ ଚାହୁଁଛି। ତେବେ ସୋସିଆଲ ମିଡିଆରେ ବର୍ଷାଙ୍କ ଭିଡିଓ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଏହା ବ୍ୟତୀତ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ବାରମ୍ବାର ମନ୍ତବ୍ୟ ଦେଇ ବର୍ଷା ଏବଂ କୋହଲିଙ୍କ ଉପରେ ନିଜର ମତାମତ ଦେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri